କରୋନା ସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
3/09/2020 at 8:49 PM

ଭୁବନେଶ୍ୱର, ୦୩।୯: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରୋନା ସ୍ଥିତିକୁ ନେଇ ସମୀକ୍ଷା କରିଛନ୍ତି । ଏନେଇ ସେ ଦୁଇଟି ବିଭାଗ ସହ ଆଲୋଚନା କରିଛନ୍ତି ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମତ୍ସ୍ୟ ଓ ପଶୁପାଳନ ଏବଂ କ୍ଷୁଦ୍ରଶିଳ୍ପ ବିଭାଗ ସହ ଆଲୋଚନା କରିଛନ୍ତି । ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ଏହି ଦୁଇ ବିଭାଗ ସହ ଆଲୋଚନା କରିଛନ୍ତି ।
Related Posts
ସି.ଆର୍.ପି.ଏଫ୍ରେ ଯୋଗ ଦେବେ କର୍ଲାମୁଣ୍ଡାର ଝିଅ ସୌମ୍ୟାରାଣୀ
26 January 2021