Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମିଶନ କାଶ୍ମୀର ଉପରେ ୧୪ ନେତାଙ୍କ ସହ ପିଏମ ମୋଦୀଙ୍କ ମହାବୈଠକ ଶେଷ
  • ||
  • ବରି​‌ଷ୍ଠ ଆଇପିଏସ୍‌ ସ୍ତରରେ ଅଦଳବଦଳ
  • ||
  • ଦ୍ବାଦଶ ଶ୍ରେଣୀ ପରୀକ୍ଷା: ୩୧ ଜୁଲାଇ ସୁଦ୍ଧା ରେଜଲ୍ଟ ପ୍ରକାଶ କରିବାକୁ ରାଜ୍ୟକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
  • ||
  • ରାଇରଙ୍ଗପୁର : ଅଣ୍ଡା ବଣ୍ଟନରେ ପାତର ଅନ୍ତର, ଅଭିଯୋଗ କଲେ ନାଁ କାଟିଦେବାକୁ ଅଙ୍ଗନବାଡି ଦିଦି ଦେଉଛନ୍ତି ଧମକ
  • ||
  • ସାଲେପୁର : ନଦୀ ପଠାରେ ପଡିଛି ଅଜଣା ଯୁବକଙ୍କ ମୃତଦେହ, କାରଣ ଅସ୍ପଷ୍ଟ
  • ||
  • ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା : ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୪୪ ଜଣଙ୍କ ଜୀବନ
  • ||
  • ଆଜି ୧୦ ଜିଲ୍ଲାରେ ଅତିପ୍ରବଳ ବର୍ଷା ସମ୍ଭାବନା, ୨୭ ଯାଏଁ ଛେଚିବ
  • ||
  • ହ୍ରାସ ପରେ ପୁଣି ବଢୁଛି ସଂକ୍ରମଣ, ରାଜ୍ୟରେ ୨୪ ଘଣ୍ଟାରେ ୩୬୫୦ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||

ପାଇକ ବିଦ୍ରୋହକୁ ଦେଶର ପ୍ରଥମ ସ୍ବାଧୀନତା ସଂଗ୍ରାମର ମାନ୍ୟତା ଦେବାକୁ ଦାବି କଲେ ନବୀନ

24/12/2018 at 4:42 PM

ଭୁବନେଶ୍ବର ୨୪|୧୨ : ପାଇକ ବିଦ୍ରୋହକୁ ଦେଶର ପ୍ରଥମ ସ୍ବାଧୀନତା ସଂଗ୍ରାମର ମାନ୍ୟତା ଦେବାକୁ କେନ୍ଦ୍ର ସରକାରଙ୍କୁ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ବକ୍ସି ଜଗବନ୍ଧୁଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ହେବ ବୋଲି ନବୀନ କହିଛନ୍ତି । ଆଇଆଇଟି ଅରୁଗୁଳ କ୍ୟାମ୍ପସରେ ଆୟୋଜିତ କାର୍ଯ୍ୟକ୍ରମରେ ଏହି ଦାବି ଦୋହରାଇଛନ୍ତି ନବୀନ । ଏହାସହ ବକ୍ସି ଜଗବନ୍ଧୁଙ୍କ ନାଁରେ ଓଡିଶାରୁ ଟ୍ରେନ୍  ଚଳାଇବାକୁ ମଧ୍ୟ ଅନୁରୋଧ କରିଛନ୍ତି । ପାଇକ ବିଦ୍ରୋହର ସ୍ମାରକୀ ପ୍ରତିଷ୍ଠା ପାଇଁ କେନ୍ଦ୍ର ସରକାର କରିଥିବା ଯୋଜନା ଲାଗି ରାଜ୍ୟ ସରକାର ଖୋର୍ଦ୍ଧା ବରୁଣେଇଠାରେ ମାଗଣାରେ ଜମି ଯୋଗାଇ ଦେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

   Related Posts