Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୩୦ଜିଲ୍ଲାରୁ ଚିହ୍ନଟ ହେଲେ ସଂକ୍ରମିତ, ୨୪ ଘଣ୍ଟାରେ ୧୭୪୧ ପଜିଟିଭ୍ ଚିହ୍ନଟ
  • ||
  • ନୟାଗଡ଼ : ରେଳ ଷ୍ଟେସନରେ ଲଙ୍କାକାଣ୍ଡ : ବ୍ୟାପକ ପୋଡାଜଳା ଓ ଭଙ୍ଗାରୁଜା, ବିରୋଧ କରିବାରୁ ମ୍ୟାନେଜର ଓ କର୍ମଚାରୀଙ୍କୁ ଆକ୍ରମଣ
  • ||
  • ଆଜି ୧୧ ଜିଲ୍ଲାରେ କାଳବୈଶାଖି ବର୍ଷା ! ୧୫ ଯାଏଁ ତାତିରୁ ମିଳିବ ତ୍ରାହି
  • ||

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଝାରସୁଗୁଡା ଗସ୍ତ ; ୨୦ଟି ପ୍ରକଳ୍ପର କଲେ ଶିଳାନ୍ୟାସ ଓ ଉଦ୍‌ଘାଟନ

21/12/2018 at 4:45 PM

ଝାରସୁଗୁଡା ୨୧|୧୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିନିକିଆ ଝାରସୁଗୁଡା ଗସ୍ତରେ ଯାଇ ୨୦ଟି ପ୍ରକଳ୍ପର କଲେ ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି । ଏହିସବୁ ପ୍ରକଳ୍ପ ପାଇଁ ୪୬୧କୋଟି ଟଙ୍କା ଖର୍ଚ୍ଚ ହେବ । ଆତ୍ମୋତ୍ସର୍ଗ ଦିବସ ଅବସରରେ ସହିଦ କରୁଣାକର ସିଂଙ୍କୁ ସ୍ବାଧିନତା ସଂଗ୍ରାମୀର ମାନ୍ୟତା ଦେବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । କରୁଣାକର ସିଂଙ୍କର ସ୍ମୃତିରକ୍ଷା ପାଇଁ ୫୦ ଲକ୍ଷ ଟଙ୍କାର ଅନୁଦାନ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ସରକାରୀ ଗସ୍ତରେ ସହିଦ ସ୍ବାଧିନତା ସଂଗ୍ରାମୀଙ୍କ ଜନ୍ମ ଏବଂ ତିରୋଧାନ ଦିବସ ପାଳନ କରାଯିବ ।

   Related Posts