Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଲେପୁର : ମକର ଯାତ୍ରାରୁ ନାବାଳିକାଙ୍କୁ ଟେକି ନେଇ ନଦୀପଠାରେ ଗଣଦୁଷ୍କର୍ମ, ଥାନାରେ ଏତଲା, ଭାଇରାଲ୍ ଭିଡିଓ ନେଇ ପୋଲିସର ଛାନଭିନ୍
  • ||
  • କେନ୍ଦ୍ରାପଡା : ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ, ସିଡିଏମ୍‌ଓଙ୍କ କାର୍ଯ୍ୟାଳୟ ଆଗରେ ମୃତଦେହ ରଖି ପରିବାର ଲୋକଙ୍କ ଧାରଣା
  • ||
  • ବୌଦ୍ଧ : ATMରୁ ବାହାରିଲା କାଗଜ ପେଷ୍ଟ ଥିବା ୨୦ଟି ୫ଶହ ଟଙ୍କିଆ ନୋଟ୍, ଫେରସ୍ତ ନେବାକୁ ମନାକଲା ବ୍ୟାଙ୍କ୍ !
  • ||
  • ଭୁବନେଶ୍ବର : ରାଜ୍ୟରେ ବୁଧବାରଠୁ ପୁଣି ଟିକାକରଣ, ଟିକା ନେବେ ବଳକା ୧ ଲକ୍ଷ ୭୩ ହଜାର ୬୩୬ ଜଣ ସ୍ଵାସ୍ଥ୍ୟକର୍ମୀ
  • ||
  • ସମ୍ବଲପୁର : କିନ୍ନରଙ୍କଠାରୁ ୩ବର୍ଷର ଶିଶୁ କନ୍ୟାକୁ ଉଦ୍ଧାର କଲା ଚାଇଲ୍ଡ ଲାଇନ୍, ଚୋରି ସନ୍ଦେହ
  • ||
  • ଭୁବନେଶ୍ବର : STF ପଞ୍ଝାରେ ଧଳା ଜହର ବେପାରୀ, କୋଟିଏରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ
  • ||
  • ନବରଙ୍ଗପୁର : ଚଳନ୍ତା କାର୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ଢେଙ୍କାନାଳ : ହାତୀ ପୁଣି ନେଲା ଆଉ ଜଣଙ୍କ ଜୀବନ, ଶୌଚ ହେବାକୁ ଯାଇଥିବା କଚାଡି ମାରିଲା ଦନ୍ତା
  • ||
  • ବଲାଙ୍ଗୀର : ବିଚାରାଧୀନ କଏଦୀ ମୃତ, ହତ୍ୟା ମାମଲାରେ ଥିଲେ ଅଭିଯୁକ୍ତ
  • ||
  • ଶହେ ତଳକୁ ଖସିଲା ଦୈନିକ ସଂକ୍ରମିତଙ୍କ ସଂଖ୍ୟା : ରାଜ୍ୟରେ ଚିହ୍ନଟ ହେଲେ ଆଉ ୯୯ କୋଭିଡ୍ ପଜିଟିଭ୍‌, ୩୩୪୫୨୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

ଗଞ୍ଜାମ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ; ଶେରଗଡରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର କଲେ ଉଦ୍‌ଘାଟନ

10/11/2018 at 1:49 PM

ଗଞ୍ଜାମ ୧୦|୧୧:  ଗଞ୍ଜାମ ଜିଲ୍ଲା ଗସ୍ତରେ  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶେରଗଡରେ ପହଞ୍ଚି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ।  ପ୍ରାୟ ୪୮ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ହିଞିଳିକାଟୁ ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ ଉଦଘାଟନ ସହ ସୋମପୁରଠାରେ ପ୍ରାୟ ୪ଏକର ଜମିରେ ୪୬ କୋଟି ଟଙ୍କା ବ୍ୟୟରେ ୧୩୨/୩୩ କେଭି ଗ୍ୟାସ  ସଚାଂଳିତ ବିଦ୍ୟୁତ ଉପକେନ୍ଦ୍ର, ଘୋଡ଼ା ହାଡ ନଦୀ ଉପରେ  ସେତୁ ନିର୍ମାଣ ଲାଗି ଶିଳାନ୍ୟାସ କରିଛନ୍ତି । ଏହାପରେ ନିଜ ନିର୍ବାଚନମଣ୍ଡଳୀର ପ୍ରତିନିଧିଙ୍କ ସହ କଥା ହୋଇ ସେମାନଙ୍କଠାରୁ ‘ଆମ ଗାଁ ଆମ ବିକାଶ’ ଯୋଜନାରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ପ୍ରସ୍ତାବକୁ ଗ୍ରହଣ କଲେ ମୁଖ୍ୟମନ୍ତ୍ରୀ । ଏହାସହ ବିଜୁ ପକ୍କା ଘର ଯୋଜନା, ଚାଷୀଙ୍କୁ ମୋବାଇଲ ପ୍ରଦାନ, ବିଭିନ୍ନ ଯୋଜନାରେ ହିତାଧିକାରୀଙ୍କୁ କାର୍ଯ୍ୟ।ଦେଶ ବଣ୍ଟନ କଲେ ।  ସେହିପରି ଛତ୍ରପୁର ଡିଆରଡିଏ ନୂତନ ଜିଲ୍ଲାପରିଷଦ ଭବନଠାରେ ୨୧ କୋଟି ୫୦ ଲକ୍ଷର ୫ଟି ପ୍ରକଳ୍ପର ଉଦଘାଟନ କରିବା ସହ ଗୋଟିଏ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।

   Related Posts