Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପି ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟକା : ଇସ୍ତଫା ଦେଲେ ଆରପିଏନ୍ ସିଂହ, ବିଜେପିରେ ହେବେ ସାମିଲ୍
  • ||
  • ଫୁଟବଲ ମ୍ୟାଚ୍ ଦେଖିବା ପାଇଁ ଦଳାଚକଟା : ୬ ମୃତ, ୫୦ରୁ ଅଧିକ ଗୁରୁତର
  • ||
  • ବଲାଙ୍ଗୀର : ଭିଜିଲାନ୍ସ ଜାଲରେ ଆଗଲପୁର ବ୍ଲକ୍ ସେକ୍ସନ୍ ଅଫିସର୍, ଏକକାଳୀନ ୩ଟି ସ୍ଥାନରେ ଚଢାଉ
  • ||
  • ନିର୍ବାଚନ ପ୍ରଚାର ବେଳେ ଉତ୍ତେଜନା : କୋଭିଡ୍ କଟକଣା ଭାଙ୍ଗି କରୁଥିଲେ ସଭା, ୨ ଗୋଷ୍ଠୀ ମୁହାଁମୁହିଁ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୩୨କୁ ବୃଦ୍ଧି
  • ||
  • ରାଜ୍ୟରେ ଖସିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୮୯୧ କୋଭିଡ୍ ପଜିଟିଭ୍, ୧୨୧୭୮୪୨ରେ ପହଞ୍ଚିଲା ସଂଖ୍ୟା
  • ||
  • ମଙ୍ଗଳବାରଠୁ ଓଡିଶା ଓପନ୍ ବ୍ୟାଡମିଣ୍ଟନ୍, ଭାଗନେବେ ୧୭ ଦେଶର ୩୫୦ ପ୍ରତିଯୋଗୀ
  • ||
  • ସମାଧାନ ପାଇଁ ଯାଇଥିଲେ ମହିଳା ଏସଆଇ, ୨ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ
  • ||
  • ଇନ୍ଦୋରରେ ଓମିକ୍ରନ୍ ଭାରିଆଣ୍ଟର ନୂଆ ଷ୍ଟ୍ରେନ୍, ୬ ଶିଶୁଙ୍କ ସମେତ ୧୨ ରୋଗୀ ସଂକ୍ରମିତ
  • ||
  • କରଞ୍ଜିଆ ରେଞ୍ଜରେ ଗୋଠଛଡା ଦନ୍ତା ଆତଙ୍କ : ଭାଙ୍ଗିଲା ଘର, ନଷ୍ଟ କଲା ଫସଲ
  • ||

ଚାଷୀଙ୍କ ଆୟ ବୃଦ୍ଧି ପାଇଁ ପାଇଲଟ୍ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

28/08/2019 at 3:16 PM

ଭୁବନେଶ୍ବର ୨୮।୮:  ଚାଷୀଙ୍କ ଆୟ ବହୁଗୁଣ ବୃଦ୍ଧି ପାଇଁ ରାଜ୍ୟ ସରକାରଙ୍କ ପାଇଲଟ୍ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କେନ୍ଦ୍ର ସରକାରଙ୍କ ୧୨ଟି ସଂସ୍ଥାର ଗବେଷଣା ରିପୋର୍ଟକୁ ଗ୍ରାଉଣ୍ଡରେ କାର୍ଯ୍ୟକାରୀ କରିବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ । ଉନ୍ନତ ମାନର ଜ୍ଞାନ କୌଶଳ ପ୍ରୟୋଗ କରି ପ୍ରାରମ୍ଭିକ ପର୍ଯ୍ୟାୟରେ ପ୍ରାୟ ଏକ ହଜାର ଚାଷୀଙ୍କୁ ନେଇ ସେମାନଙ୍କ ଶିକ୍ଷା, ସ୍ବାସ୍ଥ୍ୟ, ଆର୍ଥିକ ମାନଦଣ୍ଡ ବୃଦ୍ଧି ହେବ ତାହା ଏ ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ରହିଛି ।  ୫ କୋଟି ୨୦ ଲକ୍ଷ ଟଙ୍କା ଏହି ପ୍ରକଳ୍ପ ପାଇଁ ମଞ୍ଜୁର ହୋଇଛି ।  ପଛୁଆ ଜିଲ୍ଲା ଭାବେ ପରିଚିତ ନବରଙ୍ଗପୁର ଜିଲ୍ଲାର ଶିକ୍ଷା, ଅପପୃଷ୍ଟି, ଆର୍ଥିକ ମାନଦଣ୍ଡର ବୃଦ୍ଧିରେ ଏହା ସହାୟକ ହେବ । ଲେମୋନ ଗ୍ରାସ, ହଳଦୀ, ସୁଗନ୍ଧ ତୈଳ,ମେଡିସିନାଲ ପ୍ଲାଣ୍ଟ ଉତ୍ପାଦନ ହେବ । ପ୍ରକଳ୍ପ ପାଇଁ ଦୁଇ ବର୍ଷର ଅବଧି ରଖାଯାଇଛି । କିନ୍ତୁ ୮ ମାସ ମଧ୍ୟରେ ଏହାର ଫଳାଫଳ ମିଳିବ ବୋଲି ଗବେଷଣା ସଂସ୍ଥାର ଅଧିକାରୀ କହିଛନ୍ତି ।

   Related Posts