Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜସ୍ଥାନ ରୟାଲ୍ସକୁ ୨୨୨ ରନର ବିଶାଳ ବିଜୟ ଲକ୍ଷ୍ୟ ଦେଲା ପଞ୍ଜାବ କିଙ୍ଗସ୍‌ : କେ.ଏଲ. ରାହୁଲ, ଦୀପକ ହୁଡାଙ୍କ ବିସ୍ଫୋରକ ଅର୍ଦ୍ଧଶତକ
  • ||
  • ମୋଦୀଙ୍କୁ ସୋନିଆଙ୍କ ପତ୍ର: ବୟସ ପରିବର୍ତ୍ତେ ଆବଶ୍ୟକତା ଅନୁସାରେ କରୋନା ଟିକା ଦିଆଯାଉ
  • ||
  • ବାଗ୍‌ଚି ଦମ୍ପତ୍ତିଙ୍କୁ ପ୍ରଶଂସା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ବରରେ କ୍ୟାନସର ହସ୍ପିଟାଲ ଏବଂ କେୟାର ସେଣ୍ଟର ପାଇଁ ସୁବ୍ରତୋ-ସୁସ୍ମିତା ଦେବେ ୪୩୦ କୋଟି ଟଙ୍କା
  • ||
  • ହସ୍ପିଟାଲରୁ ଡିସ୍‌ଚାର୍ଜ ହେଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ମାର୍ଚ୍ଚ ୩୦ରେ ହୋଇଥିଲା ବାଇପାସ୍‌ ସର୍ଜରୀ
  • ||
  • ପାଟଣା : ଭାରସାମ୍ୟ ହରାଇ ବ୍ରିଜ୍ ଉପରୁ ୨୦ଫୁଟ ତଳକୁ ଖସିଲା ବାଇକ୍, ୨ ଗୁରୁତର
  • ||
  • ନୀଳଗିିରି : ବିଦ୍ୟୁତ ବିଲ୍ ବୃଦ୍ଧି ପ୍ରତିବାଦରେ ସିପିଆଇର ରାସ୍ତାରୋକ
  • ||
  • ଢେଙ୍କାନାଳ : ମାଛ ଧରିବାକୁ ଯାଇ ନଦୀରେ ବୁଡିଗଲେ ମାଛ ଧରାଳି, ଚାଲିଗଲା ଜୀବନ
  • ||
  • ଭୁବନେଶ୍ବର : ଖରା ପାଇଁ ପାନୀୟ ଜଳ ବିଭାଗର ଛୁଟି ବାତିଲ
  • ||
  • ୨ ବିଶ୍ୱବିଦ୍ୟାଳୟରେ ନୂଆ କୁଳପତି, ରାଜଭବନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ
  • ||
  • ଭୁବନେଶ୍ବର : ଡାକ୍ତରଖାନା ପାଇଁ କୋଭିଡ୍ ଗାଇଡ୍‌ଲାଇନ୍, ଆବଶ୍ୟକତା ନଥିଲେ ସଂକ୍ରମିତଙ୍କୁ ଆଡମିଶନ ମନା
  • ||

ନୂଆ ବିଧାୟକଙ୍କୁ ଗୁରୁମନ୍ତ୍ର ଦେଲେ ନବୀନ : ‘ଭଦ୍ର, ନମ୍ର, ସରଳ ଜୀବନଯାପନ କର, ଲୋକଙ୍କୁ ଦେଇଥିବା ପ୍ରତିଶ୍ରୁତି ପାଳନ କର’

3/07/2019 at 1:24 PM

ଭୁବନେଶ୍ବର ୩|୭:  ନବୀନ ନିବାସରେ ବିଜେଡି ବିଧାୟକଙ୍କ ବୈଠକ ଅନୁଷ୍ଠିତ ହୋଇଛି । ନୂଆ ବିଧାୟକଙ୍କୁ ଗୁରୁମନ୍ତ୍ର ଦେଇଛନ୍ତି ବିଜେଡି ସୁପ୍ରିମୋ । ବିଧାନସଭା ପ୍ରଥମ ପର୍ଯ୍ୟାୟ ଅଧିବେଶନ ଶେଷ ହେବା ପରେ ଆଜି ନବ ନିର୍ବାଚିତ ବିଧାୟକଙ୍କୁ ଡାକି ନିର୍ବାଚନ ପରବର୍ତ୍ତୀ ଦାୟିତ୍ବ ନେଇ ନବୀନ ନୂଆ ବିଧାୟକଙ୍କ କାନରେ ମନ୍ତ୍ର ଫୁଙ୍କିଛନ୍ତି ।

ସରଳ, ବିନମ୍ର ହୋଇ ଭୋଟରଙ୍କୁ ଭୋଟ୍ ମଗାଯାଇଥିଲା । ସେହିଭଳି ବ୍ୟବହାର ସଦା ସର୍ବଦା ବଜାୟ ରଖିବାକୁ ପଡିବ ବୋଲି ନବୀନ କହିଛନ୍ତି । ପ୍ରତିଶ୍ରୁତି କିଭଳି ପାଳନ ହେବ ଧ୍ୟାନ ଦେବା, ସବୁ ବିଧାୟକ କିଭଳି ନିଜର ଉତ୍ତରଦାୟିତ୍ବ ପାଳନ କରିବେ ସେ ନେଇ ପରାମର୍ଶ ଦେଇଛନ୍ତି ନବୀନ । ଏଥିସହ ଦଳର ସାଙ୍ଗଠନିକ ସ୍ଥିତି କିପରି ଆହୁରି ସୁଦୃଢ କରାଯାଇପାରିବ, ଆଗକୁ ବଢାଯାଇ ପାରିବ ସେ ନେଇ ନବୀନ ମନ୍ତ୍ର ଦେଇଛନ୍ତି । 

   Related Posts