Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୋଖରୀରୁ ମିଳିଲା ନିଖୋଜ ଶିଶୁକନ୍ୟାର ମୃତଦେହ, ହତ୍ୟା ସନ୍ଦେହ
  • ||
  • ଶିକାରୀ ଗିରଫ, ୬ ମୃତ ବିଦେଶୀ ପକ୍ଷୀ ଜବତ
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ସଂକ୍ରମିତ, ୧୦୪୮୬୮୩ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୬୨୧ ମୃତ
  • ||
  • ମଝି ସମୁଦ୍ରରେ ଦୁର୍ଘଟଣା, ଧକ୍କା ହେଲା ୨ ଜାହାଜ
  • ||
  • ବାତ୍ୟାର ରୂପ ନେବ ଲଘୁଚାପ ! ଅନୁମାନ ଲଗାଇଲାଣି ଆଇଏମଡି, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ବାଘ ଗଣନା ବେଳେ ମିଳିଲା ମୃତଦେହ, ହତ୍ୟା ନା ଆତ୍ମହତ୍ୟା !
  • ||
  • ଶୀତ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ, ବିରୋଧିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||

ନିଆରା ଢଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନ ପାଳନ କରୁଛନ୍ତି କର୍ମୀ, ଆରମ୍ଭ କଲେ ପୋଖରୀ ସଫା କାର୍ଯ୍ୟ

31/10/2021 at 1:04 PM

ବ୍ରହ୍ମପୁର, ୩୧/୧୦ :ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମ ଦିବସକୁ ମାସ ସାରା ପାଳନ କରୁଛି ବିଜୁ ଜନତା ଦଳ। ବ୍ରହ୍ମପୁର ବିଜେଡି ତରଫରୁ ଟିକେ ନିଆରା ଢଙ୍ଗରେ ଜନ୍ମ ଦିବସ ପାଳନ କରିବା ସହ ମୁଖ୍ୟମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କରିଛନ୍ତି କର୍ମୀ ।

ରବିବାର ଦଳର କର୍ମୀମାନେ ବିଜିପୁର ପୋଖରୀ ସଫେଇ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି । ଏହି ସଫେଇ କାର୍ଯ୍ୟ ଏକ ମାସ ପର୍ଯ୍ୟନ୍ତ ଚାଲୁ ରହିବ । ପୂର୍ବରୁ ରକ୍ତଦାନ ଶିବିର,  ସଫେଇ କାର୍ଯ୍ୟକ୍ରମ ଭଳି ଅନ୍ୟାନ୍ୟ ଜନ ସେବା କାର୍ଯ୍ୟ ଅନୁଷ୍ଠିତ ହୋଇଥିଲା । ଆଗାମୀ ଦିନରେ ଏଭଳି କାର୍ଯ୍ୟକ୍ରମ ଜାରି ରହିବ ବୋଲି ଦଳ ପକ୍ଷରୁ କୁହାଯାଇଛି ।

   Related Posts