Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୭ ଦିନିଆ ରିମାଣ୍ଡରେ ଯିବ ଗ୍ୟାଙ୍ଗଷ୍ଟର ହାଇଦର, ଅନୁମତି ଦେଲେ JMFC
  • ||
  • ICSE ଦଶମ ଏବଂ ଦ୍ବାଦଶ ପରୀକ୍ଷା ସ୍ଥଗିତ
  • ||
  • ଭାରତ ଆସିବ ପଳାତକ ନିରବ ମୋଦି, ଅନୁମତି ଦେଲେ ବ୍ରିଟେନ୍‌ ଗୃହ ମନ୍ତ୍ରଣାଳୟ
  • ||
  • ଢେଙ୍କାନାଳ : ଶ୍ବଶୁର ଘର ପଛପଟୁ ଜ୍ବାଇଁଙ୍କ ଝୁଲନ୍ତା ମୃତଦେହ ଠାବ, ଆସିଥିଲେ ସ୍ତ୍ରୀଙ୍କୁ ମନାଇବାକୁ
  • ||
  • ବାଲିପାଟଣା : ମାତ୍ର ୮ଶହ ଟଙ୍କା ଉଧାର ପାଇଁ ଗଲା ଜୀବନ, ମହିଳା ମଣ୍ଡଳ ସଭାନେତ୍ରୀଙ୍କ ପୁଅ ମାଡରେ ଜଣଙ୍କର ମୃତ୍ୟୁ
  • ||
  • ପୂର୍ବତନ କେନ୍ଦ୍ରମନ୍ତ୍ରୀ ହରସିମରତ କୌର ବାଦଲ କରୋନା ପଜିଟିଭ୍
  • ||
  • ଭୁବନେଶ୍ବର : ସଂକ୍ରମଣ ଆଗକୁ ଆହୁରି ବଢି ବଢି ଚାଲିବ – ସ୍ବାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଗୀତିକାର ପଣ୍ଡିତ କିରଣ ମିଶ୍ରଙ୍କ ଦେହାନ୍ତ: ୧୫ ଦିନ ପୂର୍ବରୁ ନେଇଥିଲେ ଭ୍ୟାକସିନ୍
  • ||
  • ଦ୍ୱିତୀୟ ଥର ପାଇଁ କରୋନା ସଂକ୍ରମିତ ହେ​‌ଲେ ମୁଖ୍ୟମନ୍ତ୍ରୀ ବି. ଏସ୍‌. ୟେଦିୟୁରପ୍ପା, କିଛି ଦିନ ପୂର୍ବେ ନେଇଥିଲେ ଭ୍ୟାକସିନ୍‌
  • ||
  • ଭୁବନେଶ୍ବର : ଭୁବନେଶ୍ବର UPDରେ ଜାରି ହେବ ୧୪୪ ଧାରା, ୨୭ଟି ସ୍ଥାନରେ ମୁତୟନ ହେବେ ବ୍ୟାପକ ପୋଲିସ
  • ||

ବିଜେପୁରରେ ପ୍ରଚାର ଜୋରଦାର, ଦୁଇ ଦିନିଆ ବିଜେପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

16/10/2019 at 10:14 AM

ବିଜେପୁର ୧୬|୧୦: ବିଜେପୁର ନିର୍ବାଚନକୁ ଆଉ ମାତ୍ରା ୪ ଦିନ । ନିଜ ନିଜ ଦଳର ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ସବୁ ଦଳ ମଧ୍ୟରେ କସତର ଆରମ୍ଭ ହୋଇଯାଇଛି । ଦଳ ପକ୍ଷରୁ ବିଭିନ୍ନ ସ୍ଥାନରେ ସାଧାରଣ ସଭା, ଶୋଭାଯାତ୍ରା କରାଯାଉଛି । ସବୁ ଦଳର ହେଭିୱେଟ୍ ଏବେ ବିଜେପୁରରେ ଡେରା ପକାଇଛନ୍ତି । ଆସନ୍ତାକାଲିଠାରୁ ଦୁଇ ଦିନିଆ ବିଜେପୁର ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେଠାରେ ରୋଡ୍ ସୋ କରିବାର କାର୍ଯ୍ୟକ୍ରମ ରହିଛି ।

ସେହିପରି ଆଜି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ବିଜେପୁରରେ ପ୍ରଚାର କରିବେ । ନିର୍ବାଚନ ପାଇଁ ବିଜେପୁରରେ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ବିଭିନ୍ନ ସ୍ଥାନରେ ପୋଲିସ ଫ୍ଲାଗ ମାର୍ଚ୍ଚ କରୁଥିବା ଦେଖିବାକୁ ମିଳିଛି ।

   Related Posts