Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଲେପୁର : ଷଣ୍ଢକୁ ଧକ୍କା ଦେବା ପରେ ହୁତୁ ହୁତୁ ହୋଇ ଜଳିଲା କାର୍, ଅଳ୍ପକେ ବର୍ତ୍ତିଲେ ୪ ଜଣ
  • ||
  • ଭୁବନେଶ୍ବର : ‘ପରୀ’ ହତ୍ୟାକାରୀକୁ ଧରାଇଦେଲେ ମିଳିବ ଲକ୍ଷେ ଟଙ୍କା
  • ||
  • ନୟାଗଡ : ଘର ବାଡିପଟୁ ମିଳିଲା ବୃଦ୍ଧଙ୍କ ମୃତଦେହ, ମୁଣ୍ଡ ଏବଂ ମୁହଁରେ ରହିଛି କ୍ଷତଚିହ୍ନ, ହତ୍ୟା ସନ୍ଦେହ
  • ||
  • ଯାଜପୁର : ଭୟାବହ ଅଗ୍ନିକାଣ୍ଡ, ୧୨ ବଖରା ଘର ସହ ଜଳିଗଲା ଲକ୍ଷାଧିକ ଟଙ୍କାର ସୁନା ଗହଣା
  • ||
  • ଢେଙ୍କାନାଳ : ବାଇକ୍‌କୁ ଧକ୍କା ଦେଲା କାର୍, ଆରୋହୀ ପିଟିହେଲେ ଟ୍ରକ୍‌ରେ, ଚାଲିଗଲା ଜୀବନ
  • ||
  • ନିଆଳି : ଭାରସାମ୍ୟ ହରାଇ ନାଳକୁ ଖସିପଡିଲା ଟ୍ରକ୍ : ଜଣେ ମୃତ, ଦୁଇ ଗୁରୁତର
  • ||
  • ମୁନିଗୁଡା : ଅପରେସନ୍ ଗ୍ରୀନ୍ କ୍ଲିନ୍, ୫ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ଢେଙ୍କାନାଳ : ଚାଷୀଙ୍କୁ କଚାଡି ମାରିଲା ଦନ୍ତା, କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକଙ୍କ ରାସ୍ତା ଅବରୋଧ
  • ||
  • ହରିୟାଣାର ସ୍ୱାସ୍ଥ୍ୟ ମନ୍ତ୍ରୀ କୋରୋନା ପଜିଟିଭ୍‌ ଚିହ୍ନଟ, ‘କୋଭାକ୍ସିନ୍‌’ର ପରୀକ୍ଷାମୂଳକ ଟିକା ନେଇଥିଲେ ଅନିଲ ଭିଜ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୬୫ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||

ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ, ପାଟକୁରା ନିର୍ବାଚନ ଘୁଞ୍ଚାଇବା ନେଇ ଭେଟିପାରନ୍ତି ନିର୍ବାଚନ କମିଶନଙ୍କୁ

30/04/2019 at 4:16 PM

ଭୁବନେଶ୍ବର ୩୦|୪: ଦିଲ୍ଲୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ତାଙ୍କର ଅବଦୁଲ କଲାମ୍ ମାର୍ଗ ସ୍ଥିତ ପୈତୃକ ବାସଭବନରେ ରହିଥିବା ଜଣାପଡିଛି । ପାଟକୁରା ନିର୍ବାଚନଙ୍କୁ ଘୁଞ୍ଚାଇବା ପାଇଁ ନିର୍ବାଚନ କମିଶନଙ୍କୁ ଭେଟିପାରନ୍ତି ନବୀନ । ସାମୁଦ୍ରିକ ବାତ୍ୟା ‘ଫନି’ର କୁପ୍ରଭାବକୁ ନେଇ ନିର୍ବାଚନ କମିଶନଙ୍କୁ ଭେଟିବେ ବୋଲି ଜଣାପଡିଛି ।

ସେ ନିର୍ବାଚନ କମିସନଙ୍କୁ ଭେଟି ପାଟକୁରା  ବିଧାନସଭା ନିର୍ବାଚନ ଘୁଞ୍ଚାଇବାଲାଗି ଅନୁରୋଧ କରିପାରନ୍ତି ବୋଲି କୁହାଯାଉଛି। ଓଡିଶା ଉପରେ ‘ଫନି’ର ପ୍ରଭାବର ଆଶଙ୍କା ପ୍ରକଟ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ବାଚନ କମିସନଙ୍କୁ ଭେଟିବେ ବୋଲି ଜଣାଯାଇଛି।

   Related Posts