Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସରିଲାନି ଆର୍ଯ୍ୟନ ଖାନ୍‌ଙ୍କ ଜାମିନ୍‌ ଆବେଦନର ଶୁଣାଣି, ଆସନ୍ତାକାଲିକୁ ସ୍ଥଗିତ ରଖିଲେ କୋର୍ଟ
  • ||
  • ଭାରତୀୟ ଶିକ୍ଷୟିତ୍ରୀଙ୍କ ପାକିସ୍ତାନ ପ୍ରେମ, ଷ୍ଟାଟସ୍ ଦେଲେ ‘ଆମେ ମ୍ୟାଚ୍ ଜିତିଗଲୁ’
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୩୩ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ ସୀମାପୁରୀରେ ଅଭାବନୀୟ ଘଟଣା : ଘରେ ଲାଗିଲା ନିଆଁ, ୪ ମୃତ
  • ||
  • ଏବର୍ଷ ରାଜ୍ୟରେ ହାଡଭଙ୍ଗା ଶୀତ, ଅଧିକ ଦିନ ଥରାଇବ
  • ||
  • ସିଆରପିଏଫ କ୍ୟାମ୍ପରେ ରାତି ବିତାଇଲେ ଶାହ, ଯବାନଙ୍କ ସହ କଲେ ରାତ୍ରି ଭୋଜନ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ସେପଟେ ଡିଜିପି ଅଫିସ ଘେରାଉ କରିବ କଂଗ୍ରେସ
  • ||

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟଙ୍କ ରାୟଗଡା ଓ ଗଜପତି ଗସ୍ତ

7/04/2019 at 10:11 AM

ରାୟଗଡା|ଗଜପତି ୭|୪ : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାୟଗଡା ଓ ଗଜପତି । ନବୀନ ନିବାସରୁ ବିଜୁ ପଟ୍ଟନାୟକ ବିମାନବନ୍ଦରରୁ  ହେଲିକପ୍ଟରଯୋଗେ ଗୁଣୁପୁରରେ ପହଞ୍ଚିବେ। ସେଠାରେ ପହଞ୍ଚି ରୋଡ ସୋ କରିବା ପରେ ସାଧାରଣ ସଭାରେ ଜନତାଙ୍କୁ  ସମ୍ବୋଧନ କରିବେ। ସେଠାରୁ ହେଲିକପ୍ଟର ଯୋଗେ ବିଷମ କଟକ ଯିବେ। ବିଷମକଟକରେ ପହଞ୍ଚି ସେଠାରେ ରୋଡ୍ ସୋ କରିବେ ମୁଖ୍ୟମନ୍ତ୍ରୀ। ପରେ ଜେ କେ ପୁରରେ ପହଞ୍ଚିବେ ମୁଖ୍ୟମନ୍ତ୍ରୀ । ଜେକେପୁରରୁ  ରୋଡ ସୋ କରି ରାୟଗଡାର ଜିସିଡି ଗ୍ରାଉଣ୍ଡରେ ପହଞ୍ଚିବେ। ରାୟଗଡାରେ ମୁଖ୍ୟମନ୍ତ୍ରୀ ପହଞ୍ଚିବା ପରେ ହେଲିକପ୍ଟର ଯୋଗେ ମୋହନା ଯିବେ । ମୋହନାର ମକ୍କାପୋଡା ଠାରେ ସାଧାରଣ ସଭାରେ ଜନତାଙ୍କୁ ସମ୍ବୋଧନ କରିବେ। ମୁଖ୍ୟମନ୍ତ୍ରୀ  ଗଜପତିରେ ସାଧାରଣ ସଭାରେ ଯୋଗ ଦେଇ ରୋଡ ସୋ କରିବେ । ତାପରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ବରକୁ ପ୍ରତ୍ୟାବର୍ତ୍ତନ କରିବେ ।

   Related Posts