Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୫୪୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଡିସେମ୍ବର ୩୧ପୂର୍ବରୁ ବସିବ ବିଧାନସଭାର ଶୀତ ଅଧିବେଶନ
  • ||
  • କରୋନାର ଦୈନିକ ସଂକ୍ରମଣରେ ବୃଦ୍ଧି, ୨୪ଘଣ୍ଟାରେ ୪୩୮୯୩ ନୂଆ ଆକ୍ରାନ୍ତ ଚିହ୍ନଟ
  • ||
  • ଅପରେସନ ଅଲ୍ଆଉଟ୍ : ସେନା ଗୁଳିରେ ୨ ଆତଙ୍କୀ ନିହତ, ବନ୍ଧୁକ ଓ ଗୁଳି ଜବତ
  • ||
  • ବିହାର ନିର୍ବାଚନ : ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଆରମ୍ଭ, ୭୧ଟି ଆସନରେ ଚାଲିଛି ଭୋଟିଂ
  • ||

ଆଜି ଯାଜପୁର ଓ ଭଦ୍ରକ ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

2/03/2019 at 8:24 AM

ଭୁବନେଶ୍ବର ୨|୩ : ଆଜି ଯାଜପୁର ଓ ଭଦ୍ରକ ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବଡ଼ଚଣାରେ ଦିନ ସାଢେ ୧୧ରେ ପହଞ୍ଚିବା ପରେ ୧୦୯ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଉଦଘାଟନ କରିବେ  । ପ୍ରାୟ ୫୦ କୋଟିର ପ୍ରକଳ୍ପ ମଧ୍ୟ ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି ।

 ସେହିପରି ଦିନ ସାଢେ ୧୨ଟାରେ ଚାନ୍ଦବାଲିରେ ପହଞ୍ଚିବା ପରେ ୩୯୬ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ୧୬ଟି ପ୍ରକଳ୍ପକୁ ମଧ୍ୟ ଲୋକାର୍ପଣ କରିବେ ନବୀନ । ୧୧୮୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ୧୯ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ମଧ୍ୟ ସ୍ଥାପନ କରିବାର କାର୍ଯ୍ୟକ୍ରମ ରହିଛି, ଯାହା ମଧ୍ୟରେ ରହିଛି ଚାରିଟି ବ୍ଲକର ଲୁଣିପାଣି ପ୍ରଭାବିତ ଅଞ୍ଚଳ ପାଇଁ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ । 

   Related Posts