Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗତ ୨୪ ଘଣ୍ଟାରେ କରୋନାରୁ ଆରୋଗ୍ୟ ହେଲେ ୨୦୧୦ ସଂକ୍ରମିତ
  • ||
  • ମୋଦୀ ସରକାରଙ୍କ ବଡ ନିଷ୍ପତ୍ତି: ଜାମ୍ମୁ-କାଶ୍ମୀରରେ ଯେ କେହି ବି ଜାଗା କିଣି ପାରିବେ, ବିଜ୍ଞପ୍ତି ଜାରି କଲା ଗୃହ ମନ୍ତ୍ରଣାଳୟ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୨୪୭ କରୋନା ସଂକ୍ରମିତ, ୨୮୩୯୪୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କେନାଲରୁ ମୃତଦେହ ଉଦ୍ଧାର, ଶୌଚ ହେବାକୁ ଯାଇ ବୁଡିଯାଇଥିବା ସନ୍ଦେହ
  • ||
  • ଢେଙ୍କାନାଳ : ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ଠେଙ୍ଗାରେ ପିଟି ପିଟି ମାରିଦେଲା, ଅଭିଯୁକ୍ତ ସ୍ବାମୀ ଫେରାର
  • ||
  • ଅନୁଗୋଳ : ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ବିଷାକ୍ତ ମଦ ପିଇ ମୃତ୍ୟୁ ଅଭିଯୋଗ
  • ||
  • କଳାହାଣ୍ଡି : ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
  • ||
  • ଜଲାପୁଟ ଜଳ ଭଣ୍ଡାରରେ ମାଛଧରା ଡଙ୍ଗା ବୁଡି ୩ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପାକିସ୍ତାନ : ପେଶାଓ୍ୱାରରେ ବୋମା ବିସ୍ଫୋରଣରେ ୭ ମୃତ, ୫୫ ଆହତ
  • ||

ଆଜି କେନ୍ଦ୍ରାପଡା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

15/02/2019 at 10:11 AM

ଭୁବନେଶ୍ବର ୧୫|୨:  ଆଜି କେନ୍ଦ୍ରାପଡା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତୁଳସୀକ୍ଷେତ୍ର କେନ୍ଦ୍ରାପଡା ବାରୋଠାରେ ‘ଭୂମିହୀନଙ୍କୁ ସହାୟତା’ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ ନବୀନ । ଅପରାହ୍ନରେ ମୁଖ୍ୟମନ୍ତ୍ରୀ ହେଲିକପ୍ଟର ଯୋଗେ ସଭାସ୍ଥଳରେ ପହଁଚିବା ପରେ ଜିଲ୍ଲାର ୯ଟି ବ୍ଲକ୍ ର ୯ ଜଣ ହିତାଧିକାରୀଙ୍କୁ  ସହାୟତା ରାଶି ପ୍ରଦାନ କରିବେ । ଏହି ଯୋଜନାରେ ରାଜ୍ୟର ପ୍ରାୟ ୧୦ ଲକ୍ଷ ଭୂମିହୀନଙ୍କୁ ୩ଟି କିସ୍ତିରେ ୧୨ ହଜାର ୫ ଶହ ଟଙ୍କା ପ୍ରଦାନ କରାଯିବ ।

ସେପଟେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଜିଲ୍ଲା ପୋଲିସ୍ ପକ୍ଷରୁ ବ୍ୟାପକ ସୁରକ୍ଷା ବନ୍ଦୋବସ୍ତ କରାଯାଇଛି। ସଭାସ୍ଥଳ ଓ ଏହାର ଆଖପାଖ ଅଚଂଳର ସୁରକ୍ଷା ଦାୟିତ୍ବରେ ପ୍ରାୟ ୪୦ ପ୍ଲାଟୁନ୍ ଫୋର୍ସ ମୁତୟନ ରହିବେ । ସେହିପରି ୩ ଜଣ ଏସପି, ୮ ଜଣ ଆଡିସିନାଲ ଏସପି, ୧୨ ଜଣ ଡିଏସପି, ୨୨ଜଣ ଇନ୍ସପେକ୍ଟର, ୫୮ ଜଣ ସବଇନ୍ସପେକ୍ଟର ଓ ୩୮ ଜଣ ଏଏସଆଇ ସୁରକ୍ଷା ବ୍ୟବସ୍ଥାର ତଦାରଖ କରିବେ । ଏହା ସହ ପ୍ରବଳ ଜନସମାଗମକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ଟ୍ରାଫିକ୍ ବ୍ୟବସ୍ଥା କରାଯାଇଛି ।

   Related Posts