Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ICC ଟି-୨୦ ରାଙ୍କିଂ : ୪ର୍ଥ ସ୍ଥାନରେ ପାକିସ୍ତାନ ବ୍ୟାଟ୍ସମ୍ୟାନ୍‌ ମହମ୍ମଦ ରିଜଓ୍ବାନ, ବିରାଟ କୋହଲି (୫) ଏବଂ ଲୋକେସ ରାହୁଲ (୮) ଖସିଲେ
  • ||
  • କରଞ୍ଜିଆ : ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ
  • ||
  • ସୋର : ଭଙ୍ଗା ଘରୁ ମିଳିଲା ପୁଳା ପୁଳା ରାସନ କାର୍ଡ, ଲୋକଙ୍କୁ ଦିଆନଯାଇ ଲୁଚାଇ ରଖାଯାଇଥିଲା କାହିଁକି ?
  • ||
  • ଆନନ୍ଦପୁର : କଣ୍ଡକ୍ଟରଙ୍କ ଭୁଲ୍, ଯାତ୍ରୀଙ୍କ ଗୋଡ ଉପରେ ଚଢିଗଲା ବସ୍
  • ||
  • କୋଣାର୍କ : ବାଇକ୍ ଚୋରି ରାକେଟ୍ ଠାବ : ୮ ବାଇକ୍ ସହ ୪ ଅଭିଯୁକ୍ତ ଗିରଫ
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଭାରସ୍ୟାମ ହରାଇ ଓଲଟିଲା ଅଟୋ, ୫ବର୍ଷର ଶିଶୁ ସମେତ ୩ ଗୁରୁତର
  • ||
  • ଚାନ୍ଦବାଲି : ଅଘୋଷିତ ବିଦ୍ୟୁତ କାଟ୍ : ଦୀର୍ଘ ୧୨ଘଣ୍ଟା ଧରି ଅନ୍ଧାରରେ ରହିଲା ଆଖଣ୍ଡଳମଣୀ ପୀଠ
  • ||
  • ଭୁବନେଶ୍ବର : ନଭେମ୍ବର ୧ରୁ ଯୁକ୍ତ ୩ ପ୍ରଥମ ବର୍ଷ ଏବଂ ୧୫ରୁ ପିଜି ପ୍ରଥମ ବର୍ଷ କ୍ଲାସ୍ ଖୋଲିବ
  • ||
  • ଖୋର୍ଦ୍ଧା : ୩ ଦିନ ହେବ ଚିଲିକା ମଝିରେ ଫସିଥିଲା ଡଙ୍ଗା, ୨ ମତ୍ସ୍ୟଜୀବୀଙ୍କ ସହ ୧୦ବର୍ଷର ଛୁଆ ଉଦ୍ଧାର
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ଘଟଣାରେ ନୀରବତାକୁ ବରଦାସ୍ତ କରାଯିବନି : କଂଗ୍ରେସ
  • ||

ଆଜିଠୁ ୭ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

9/06/2019 at 3:17 PM

ଭୁବନେଶ୍ବର ୯|୬: ଆଜିଠୁ ୭ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।  ମୁଖ୍ୟମନ୍ତ୍ରୀଙ୍କ ଗସ୍ତ କାଳରେ ଅନେକ ଗୁରୁତ୍ବପୂର୍ଣ୍ଣ କାଯ୍ୟ ରହିଛି । ନବୀନ ରାଷ୍ଟ୍ରପତିଙ୍କୁ  ଭେଟିବା ସହ ଆସନ୍ତା  ୧୧ ତାରିଖରେ ପ୍ରଥମ ଥର ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ। ଏହି ଅବସରରେ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା, ବାତ୍ୟା ମୁକାବିଲା ପାଇଁ ସ୍ଥାୟୀ ପ୍ରତିକାର ଓ ଭିତ୍ତିଭୂମି ନିର୍ମାଣ ଲାଗି ସହାୟତା, ଫୋନି କ୍ଷୟକ୍ଷତି ବାବଦରେ ରାଜ୍ୟ ଦାବି କରିଥିବା ସହାୟତା ଖୁବ୍ ଶୀଘ୍ର ପ୍ରଦାନ, କେନ୍ଦ୍ରୀୟ ବଜେଟ୍ ରେ ରାଜ୍ୟକୁ ଅଧିକ ଅନୁଦାନ, କୋଇଲା ରୟାଲ୍ ଟି ସଂଶୋଧନ ଆଦି ଦାବି, ସ୍ମାରକପତ୍ର ଜରିଆରେ ଦୋହରାଇବେ  ନବୀନ।  ପ୍ରଧାନମନ୍ତ୍ରୀଙ୍କ ବ୍ୟତୀତ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଓ ଅନ୍ୟ କେନ୍ଦ୍ରମନ୍ତ୍ରୀଙ୍କୁ ନବୀନ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏହାସହ ୧୫ ତାରିଖରେ ନୀତି ଆୟୋଗ ବୈଠକରେ ନବୀନ ଯୋଗ ଦେବେ ।

   Related Posts