Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମର୍ମନ୍ତୁଦ ଦୁର୍ଘଟଣା: ଡୋଡା ଘାଟିରେ ଖସିପଡିଲା ମାଟାଡୋର, ୮ ମୃତ ଓ ଅନେକ ଆହତ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୬ ହଜାରରୁ ଅଧିକ କରୋନା ପଜିଟିଭ୍, ୭୩୩ ମୃତ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୧୨ କୋଭିଡ୍ ପଜିଟିଭ୍
  • ||
  • କରଞ୍ଜିଆରେ ମାତିଛନ୍ତି ଝାଡଖଣ୍ଡୀ ହାତୀ, ନଷ୍ଟ କରୁଛନ୍ତି ଏକର ଏକର ଫସଲ
  • ||
  • ସିରିଜ୍‌ ଦୁର୍ଘଟଣା, ପଛକୁ ପଛ ଧକ୍କା ହେଲେ ୮ ଗାଡ଼ି ; ୩ ମୃତ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସୋନପୁର ବନ୍ଦ ପାଳନ
  • ||
  • ଓଡିଶା ଆସୁଛନ୍ତି କେନ୍ଦ୍ର କୋଇଲା ମନ୍ତ୍ରୀ, ଗସ୍ତ କରିବେ ପାରାଦୀପ ଓ ତାଲଚେର
  • ||

ରଜ ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

14/06/2019 at 10:34 AM

ଭୁବନେଶ୍ବର ୧୪|୬: ରଜ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କ ସୁଖ ଓ ସମୃଦ୍ଧି କାମନା କରି ଅଭିନନ୍ଦନ ଜଣାଇଛନ୍ତି। ସେ ଟ୍ବିଟ୍ ଜରିଆରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସେ ତାଙ୍କ ଟ୍ବିଟ୍ ରେ ଲେଖିଛନ୍ତି ଯେ, ଓଡିଶାର ଅନନ୍ୟ ସାଂସ୍କୃତିକ ଗଣପର୍ବ ରଜ ଉପଲକ୍ଷେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା। ଆମ ଗୌରବମୟ ପରମ୍ପରାର ପ୍ରତୀକ ଏହି ପର୍ବ ସମାଜରେ ଆନନ୍ଦ, ଉତ୍ସାହ ଓ ଉଲ୍ଲାସ ଭରିଦେଉ। ସମସ୍ତଙ୍କ ସୁଖ ଓ ସମୃଦ୍ଧି କାମନା କରୁଛି।

   Related Posts