Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଦଳିଲେ ବିଏମ୍‌ସି କମିଶନର, ପ୍ରେମଚନ୍ଦ୍ର ଚୌଧରୀଙ୍କ ସ୍ଥାନରେ ସଞ୍ଜୟ ସିଂହଙ୍କୁ ଦାୟିତ୍ୱ
  • ||
  • ଡେଲାଙ୍ଗ : କଣାସ ଗାଁ ସମତେ ବଜାରକୁ ୭ଦିନ ଯାଏଁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା, ସଂକ୍ରମଣ ବୃଦ୍ଧିକୁ ଦେଖି ନିଷ୍ପତ୍ତି
  • ||
  • କେନ୍ଦୁଝର ଜେଲ୍‌ରେ ପଶିଲା କରୋନା, ୯ କଏଦୀ କୋଭିଡ଼ ସଂକ୍ରମିତ
  • ||
  • ରକ୍ତମୁଖା ଲାଲ୍‌ବାହିନୀ, ଯବାନଙ୍କୁ ଘରୁ ଟେକି ନେଇ ଗଳାକାଟି କଲେ ହତ୍ୟା
  • ||
  • ରାଜ୍ୟରେ କରୋନା ନେଲା ଆଉ ୧୭ଜଣଙ୍କ ଜୀବନ, ୨୨୩୨ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୦ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୦୯୮୨ ପଜିଟିଭ୍
  • ||

ବୌଦ୍ଧ ଜିଲ୍ଲାପାଇଁ ୧୧୬ କୋଟି ଏବଂ ଭଂଜନଗର ପାଇଁ ୨୧କୋଟିର ଭେଟିଦେଲେ ମୁଖ୍ୟମନ୍ତ୍ରୀ

18/02/2019 at 6:17 PM

ବୌଦ୍ଧ୧୮|୨: ଆଜ ବୌଦ୍ଧ ଜିଲ୍ଲାର କଣ୍ଟାମାଳରେ ୧୧୬ କୋଟି ଟଙ୍କାର ୪୫ଟି ଜନହିତକାରୀ ପ୍ରକଳ୍ପର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିରେ ୪ଟି ହାଇ ଭୋଲଟେଜ୍‌ ସେତୁ, ୬ଟି ସଡ଼କ ପ୍ରକଳ୍ପ ରହିଛି । ଏଥି ସହ ବୌଦ୍ଧ ନିର୍ବାଚନ ମଣ୍ଡଳୀରେ ୭୬କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭ ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ସେହିଭଳି କଣ୍ଟାମାଳରେ ୩୧୦କୋଟି ୫୯ ଲକ୍ଷ ଟଙ୍କା ବ୍ୟୟରେ ନିର୍ମାଣ ହେବାକୁ ଥିବା ୧୦ଟି ପ୍ରକଳ୍ପର ଶିଳାନ୍ୟାସ କରିଥିବା ବେଳେ ବୌଦ୍ଧରେ  ୪୬୭କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବାକୁ ଥିବା ୨୮ଟି ପ୍ରକଳ୍ପର ଭିତ୍ତିପ୍ରସ୍ଥର ସ୍ଥାପନ କରିଛନ୍ତି ନବୀନ । ସେଠାରେ ଆୟୋଜିତ ଏକ ସାଧାରଣ ସଭାରେ ଯୋଗଦେଇଥିଲେ ମୁଖ୍ୟମନ୍ତ୍ରୀ ।  ଏହାପରେ ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଯାଇ ସେଠାରେ ୨୧କୋଟି ୨୬ଲକ୍ଷ ଟଙ୍କାର ୩ଟି ପ୍ରକଳ୍ପର ଉଦ୍‌ଘାଟନ କରିବା ସହ ୨୪ଟି ପ୍ରକଳ୍ପ ପାଇଁ ଶିଳାନ୍ୟାସ କରିଛନ୍ତି ।

   Related Posts