Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଲେପୁର : ମକର ଯାତ୍ରାରୁ ନାବାଳିକାଙ୍କୁ ଟେକି ନେଇ ନଦୀପଠାରେ ଗଣଦୁଷ୍କର୍ମ, ଥାନାରେ ଏତଲା, ଭାଇରାଲ୍ ଭିଡିଓ ନେଇ ପୋଲିସର ଛାନଭିନ୍
  • ||
  • କେନ୍ଦ୍ରାପଡା : ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ, ସିଡିଏମ୍‌ଓଙ୍କ କାର୍ଯ୍ୟାଳୟ ଆଗରେ ମୃତଦେହ ରଖି ପରିବାର ଲୋକଙ୍କ ଧାରଣା
  • ||
  • ବୌଦ୍ଧ : ATMରୁ ବାହାରିଲା କାଗଜ ପେଷ୍ଟ ଥିବା ୨୦ଟି ୫ଶହ ଟଙ୍କିଆ ନୋଟ୍, ଫେରସ୍ତ ନେବାକୁ ମନାକଲା ବ୍ୟାଙ୍କ୍ !
  • ||
  • ଭୁବନେଶ୍ବର : ରାଜ୍ୟରେ ବୁଧବାରଠୁ ପୁଣି ଟିକାକରଣ, ଟିକା ନେବେ ବଳକା ୧ ଲକ୍ଷ ୭୩ ହଜାର ୬୩୬ ଜଣ ସ୍ଵାସ୍ଥ୍ୟକର୍ମୀ
  • ||
  • ସମ୍ବଲପୁର : କିନ୍ନରଙ୍କଠାରୁ ୩ବର୍ଷର ଶିଶୁ କନ୍ୟାକୁ ଉଦ୍ଧାର କଲା ଚାଇଲ୍ଡ ଲାଇନ୍, ଚୋରି ସନ୍ଦେହ
  • ||
  • ଭୁବନେଶ୍ବର : STF ପଞ୍ଝାରେ ଧଳା ଜହର ବେପାରୀ, କୋଟିଏରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ
  • ||
  • ନବରଙ୍ଗପୁର : ଚଳନ୍ତା କାର୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ଢେଙ୍କାନାଳ : ହାତୀ ପୁଣି ନେଲା ଆଉ ଜଣଙ୍କ ଜୀବନ, ଶୌଚ ହେବାକୁ ଯାଇଥିବା କଚାଡି ମାରିଲା ଦନ୍ତା
  • ||
  • ବଲାଙ୍ଗୀର : ବିଚାରାଧୀନ କଏଦୀ ମୃତ, ହତ୍ୟା ମାମଲାରେ ଥିଲେ ଅଭିଯୁକ୍ତ
  • ||
  • ଶହେ ତଳକୁ ଖସିଲା ଦୈନିକ ସଂକ୍ରମିତଙ୍କ ସଂଖ୍ୟା : ରାଜ୍ୟରେ ଚିହ୍ନଟ ହେଲେ ଆଉ ୯୯ କୋଭିଡ୍ ପଜିଟିଭ୍‌, ୩୩୪୫୨୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କେନ୍ଦ୍ରାପଡା ଗସ୍ତ

10/03/2019 at 8:58 AM

କେନ୍ଦ୍ରାପଡ଼ା ୧୦/୩: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ  କେନ୍ଦ୍ରାପଡା ଗସ୍ତ । ନବୀନ କେନ୍ଦ୍ରାପଡା ବ୍ଲକର ବାରୋ ସିଦ୍ଧମଠ ପଡ଼ିଆରେ ମିଶନ ଶକ୍ତି ମହିଳା ସମାବେଶରେ ଯୋଗଦେବେ । ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୧.୪୫ରେ ସଭାସ୍ଥଳରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି ।  ଏହି ସମାବେଶରେ ଲକ୍ଷାଧିକ ମହିଳା ଯୋଗ ଦେବାର ମଧ୍ୟ କାର୍ଯ୍ୟକ୍ରମ ରହିଛି ।

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଶନିବାର ଆରଡିସି ଅନିଲ ସାମଲ, ଜିଲ୍ଲାପାଳ ଦାଶରଥୀ ଶତପଥୀ, ପୂର୍ବତନ ମନ୍ତ୍ରୀ ତଥା ମହାକାଳପଡ଼ା ବିଧାୟକ ଅତନୁ ସବ୍ୟସାଚୀ ନାୟକ, ଡିଆରଡିଏର ଦିଲୀପ କୁମାର ପରିଡା, ଜିଲ୍ଲାପରିଷଦ ଅଧ୍ୟକ୍ଷ ମାନସ ପରିଡ଼ା ସଭାସ୍ଥଳର ପ୍ରସ୍ତୁତି ସଂପର୍କରେ ତଦାରଖ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ମହିଳା ସମାବେଶରେ କେନ୍ଦ୍ରାପଡା ଜିଲାର ୯ଟି ବ୍ଲକ ଓ କଟକ ଜିଲ୍ଲାର ୪ଟି ବ୍ଲକରୁ ପ୍ରାୟ ୧ ଲକ୍ଷ ମହିଳା ଯୋଗଦେବେ । କାର୍ଯ୍ୟକ୍ରମରେ ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ମାନଙ୍କୁ ମୁଖ୍ୟମନ୍ତ୍ରୀ ପୁରସ୍କାର ପ୍ରଦାନ କରିବେ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନଜରରେ ରଖି  ପ୍ରାୟ ୨୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି ।

   Related Posts