ଆଜି ଗଞ୍ଜାମ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ; ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ
10/11/2018 at 9:36 AM

ଭୁବନେଶ୍ବର ୧୦|୧୧: ଆଜି ଗଞ୍ଜାମ ଜିଲ୍ଲା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜିଲ୍ଲାର ଶେରଗଡ, ହିଞ୍ଜିଳି ଓ ଛତ୍ରପୁରରେ ବିଭିନ୍ନ ପ୍ରକଳ୍ପର ଶୁଭ ଉଦଘାଟନ ଓ ଶିଳାନ୍ୟାସ କରିବେ ନବୀନ । ଛତ୍ରପୁରଠାରେ ନିର୍ମିତ ରାଜ୍ୟର ପ୍ରଥମ ଅତ୍ୟାଧୁନିକ ଜିଲ୍ଲା ପରିଷଦ କାର୍ଯ୍ୟାଳୟକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି ।
Related Posts
ସ୍ତ୍ରୀ ସହ ଝଗଡା କରି ହାରିଲେ ଜୀବନ ! ଜଙ୍ଗଲରୁ ମିଳିଲା ଯୁବକଙ୍କ ମୃତଦେହ
18 January 2021
୨୨ କିଲୋ ଗଞ୍ଜେଇ ସହ ୩ ଜଣଙ୍କୁ ଗିରଫ କଲା ଫ୍ଲାଇଂ ସ୍କ୍ବାଡ୍, କାର୍ ଜବତ
18 January 2021
୨ୟ ଦିନରେ ଟିକାକରଣ, ୩୮୦ ସେସନ୍ରେ ୩୧ ହଜାର ୯୦୨ ଜଣଙ୍କୁ ଦିଆଯିବ ଭାକିସନ୍
18 January 2021