Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୧ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୪ କୋଭିଡ୍ ସଂକ୍ରମିତ, ୩୩୩୪୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଲକ୍ଷ୍ନୌ : ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଶହିଦ ଏକ୍ସପ୍ରେସ୍‌ର ୨ଟି ବଗି ଲାଇନ୍‌ଚ୍ୟୁତ
  • ||
  • କେନ୍ଦୁଝର : ସ୍ତ୍ରୀକୁ ପିଟିପିଟି ମାରିଦେଲା ସ୍ବାମୀ, ଅଭିଯୁକ୍ତ ଅଟକ
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୭୮୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ବିଶିଷ୍ଟ ଶ୍ରମିକ ନେତା ଲଳିତ ନାୟକଙ୍କ ପରଲୋକ
  • ||
  • କେନ୍ଦୁଗୁଡ଼ା ଘାଟିରେ ଓଲଟିଲା ଟୁରିଷ୍ଟ ବସ୍ : ଜଣେ ମୃତ , ୧୦ ରୁ ଅଧିକ ଆହତ
  • ||

ଆଜି ଗଞ୍ଜାମ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ; ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ

10/11/2018 at 9:36 AM

ଭୁବନେଶ୍ବର ୧୦|୧୧: ଆଜି ଗଞ୍ଜାମ ଜିଲ୍ଲା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜିଲ୍ଲାର ଶେରଗଡ, ହିଞ୍ଜିଳି ଓ ଛତ୍ରପୁରରେ ବିଭିନ୍ନ ପ୍ରକଳ୍ପର ଶୁଭ ଉଦଘାଟନ ଓ ଶିଳାନ୍ୟାସ କରିବେ ନବୀନ ।  ଛତ୍ରପୁରଠାରେ ନିର୍ମିତ ରାଜ୍ୟର ପ୍ରଥମ ଅତ୍ୟାଧୁନିକ ଜିଲ୍ଲା ପରିଷଦ କାର୍ଯ୍ୟାଳୟକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି ।

   Related Posts