Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭଞ୍ଜନଗର : ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ହେଲା ଲାଲସିଙ୍ଗି ପଞ୍ଚାୟତର କିଛି ଅଞ୍ଚଳ, କୋଭିଡ୍ ପଜିଟିଭ୍ ଚିହ୍ନଟ ପରେ ପଦକ୍ଷେପ
  • ||
  • ଭୁବନେଶ୍ବର : ବିଧାନସଭା ପରେ ସମସ୍ତଙ୍କର ହେବ RTPCR ଟେଷ୍ଟ : ବାଚସ୍ପତି
  • ||
  • ଭୁବନେଶ୍ବର : ମହାନଦୀରେ କମିଛି ଜଳ ପ୍ରବାହ, ୫୧୬ ଚେକ୍ ଡ୍ୟାମ୍ କରିଛି ଛତିଶଗଡ : ଜଳସମ୍ପଦ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତାକୁ ନ୍ୟାୟ ଦେବାକୁ ବିଜେପିର ଦାବି : ବ୍ୟାରିକେଟ୍ ଭାଙ୍ଗି ବିଧାନସଭା ଘେରାଉ ଉଦ୍ୟମ ବେଳେ ଧସ୍ତାଧସ୍ତି, ପୋଲିସର ଲାଠିଚାର୍ଜ
  • ||
  • ଜୟପୁର : ଜୟପୁର ଏସଡିଜେଏମ୍ କୋର୍ଟରେ NIAର ୨ ଜଣିଆ ଟିମ୍, ମାଓ ନେତା ଦୁବାସୀ ଶଙ୍କରକୁ ପଚରାଉଚରା ପାଇଁ ଲୋଡିଲେ ଅନୁମତି
  • ||
  • ଭୁବନେଶ୍ବର : ବିଜେଡି ଓ ବିଜେପି ବିକ୍ଷୋଭ ପ୍ରସଙ୍ଗ : କଂଗ୍ରେସ ବିଧାୟକ ମହମ୍ମଦ ମୋକିମ କହିଲେ- ଗୋଟିଏ ମୁଦ୍ରାର ଦୁଇ ପାର୍ଶ୍ବ
  • ||
  • ଟାଙ୍ଗୀ : କେନ୍ଦୁଆ ଜଙ୍ଗଲରୁ ମିଳିଲା ଅଜଣା ଯୁବକଙ୍କ ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ବଡବିଲ : ଶନି ମନ୍ଦିରରୁ ଲୁଟ୍, ଦାନ ବାକ୍ସ ଉଠାଇନେଲେ ଦୁର୍ବୃତ୍ତ
  • ||
  • ନିଶ୍ଚିନ୍ତକୋଇଲି : ଛେଳି ଚୋରକୁ ଛେଚିଲେ ଗାଁ ଲୋକେ, ପୋଲିସର ଜିମାଦେଲେ
  • ||
  • ଭୁବନେଶ୍ବର : କୁନ୍ନୁର ସେନା ହେଲିକପ୍ଟର ଦୁର୍ଘଟଣା ନେଇ ବିଧାନସଭାରେ ଶୋକ ପ୍ରସ୍ତାବ ଆଗତ : ଗୃହରେ ୧ ମିନିଟ୍ ନୀରବ ପ୍ରାର୍ଥନା
  • ||

ଆଲୋକର ପର୍ବ ଦୀପାବଳି : ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

4/11/2021 at 8:31 AM

ଭୁବନେଶ୍ୱର ୦୪/୧୧: ଗୁରୁବାର ଆଲୋକର ପର୍ବ ଦୀପାବଳି । ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ପର୍ବ ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଭରିଦେଉ ବୋଲି ସେ କହିଛନ୍ତି ।

ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରି କହିଛନ୍ତି ଯେ,  ମା’ କାଳୀଙ୍କ ପୂଜା ଓ ଦୀପାବଳିର ପବିତ୍ର ଅବସରରେ ସମସ୍ତଙ୍କୁ  ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ। ସାବଧାନତା ଓ ସତର୍କତା ବଜାୟ ରଖି ଉତ୍ସବରେ ସାମିଲ ହେବାକୁ ସେ ପରାମର୍ଶ ଦେଇଛନ୍ତି। ଆହୁରି ମଧ୍ୟ ଆଲୋକର ପର୍ବ ଦୀପାବଳି ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଭରିଦେଉବୋଲି ସେ କହିଛନ୍ତି ।

   Related Posts