Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୪୨କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ବଢିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୪୨୬ କୋଭିଡ୍ ପଜିଟିଭ୍, ୧୨୨୫୨୬୮ରେ ପହଞ୍ଚିଲା ସଂଖ୍ୟା
  • ||
  • କମିବ ତାପମାତ୍ରା, ୨୮ରୁ ବଢିବ ଶୀତ
  • ||
  • ଆଜି ୭୩ ତମ ସାଧାରଣତନ୍ତ୍ର ଦିବସ, କୋଭିଡ କଟକଣାରେ ହେବ ପତାକା ଉତ୍ତୋଳନ
  • ||
  • ଦେଶ ପାଳୁଛି ୭୩ତମ ଗଣତନ୍ତ୍ର ଦିବସ, ରାଜପଥରେ ପ୍ରଦର୍ଶିତ ହେବ ୨୧ ପ୍ରଜ୍ଞାପନ ମେଢ
  • ||

ଦିଲ୍ଲୀ ଗସ୍ତରୁ ଫେରିଲେ ମୁଖ୍ୟମନ୍ତ୍ରୀ

27/08/2019 at 6:55 PM

ଭୁବନେଶ୍ବର୨୭।୮ – ଦିଲ୍ଲୀ ଗସ୍ତରୁ ଫେରିଲେ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ। ଯେ ନକ୍ସଲ ସମସ୍ୟାର ସମାଧାନ ପାଇଁ କେନ୍ଦ୍ରକୁ ଅଧିକ ସହାୟତା ମାଗିଛୁ ବୋଲି ଦିଲ୍ଲୀରୁ ଫେରବା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ।

ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାକୁ ରେଳ ଯୋଗାଯୋଗ ପାଇଁ ସହାୟତା ମଗାଯାଇଛି ।ଅନ୍ୟ ନକ୍ସଲ ପ୍ରଭାବିତ ଜିଲ୍ଲା ଗୁଡ଼ିକରେ ବ୍ୟାଙ୍କିଙ୍ଗ୍ ଓ ଟେଲି ଯୋଗାଯୋଗ ପାଇଁ ସହାୟତା ମଗାଯାଇଛି ବୋଲି ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତରୁ ଫେରିବା ପରେ ସୂଚନା ଦେଇଛନ୍ତି ।

   Related Posts