Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୧୬୫୨ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୫୧୧ ଡିସଚାର୍ଜ
  • ||
  • ବିଧାୟିକାଙ୍କ ଘର ଆଗରେ ବୋମାମାଡ଼, ଦୁଇ ସମର୍ଥକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ
  • ||
  • ଟୋକିଓ ଅଲିମ୍ପିକ୍ସ : ଭାରତକୁ ମିଳିଲା ଆଉ ଏକ ପଦକ, ୫୭ କେଜି କୁସ୍ତିରେ ରବି ଦାହିୟା ଜିତିଲେ ରୌପ୍ୟ ପଦକ
  • ||
  • ଜଗତସିଂହପୁର : ଶୁକ୍ରବାର ଖୋଲିବ ଝଙ୍କଡ ସ୍ଥିତ ମା’ ଶାରଳାଙ୍କ ମନ୍ଦିର, ଖୋଲିବ ଗୋରେଖନାଥଙ୍କ ପୀଠ
  • ||
  • କଟକ : ସ୍କୁଟି ମିଳିଥିଲା ମଧୁସୂଦନ ସେତୁରୁ, ମୃତଦେହ ମିଳିଲା ଯୋବ୍ରା ଆନିକଟରୁ : ମଙ୍ଗଳବାରଠୁ ଥିଲେ ନିଖୋଜ
  • ||
  • ବଡବିଲ : ରାସ୍ତା କଡକୁ ଓଲଟି ହୁତୁହୁତୁ ହୋଇ ଜଳିଗଲା ହାଇୱା
  • ||
  • ଭୁବନେଶ୍ବର : ରାଜ୍ୟ ମାନବାଧିକାର ଆୟୋଗରେ ଅଗ୍ନିକାଣ୍ଡ, ଏସି ସଟ୍ ସର୍କିଟ୍‌ରୁ ନିଆଁ ଲାଗିଥିବା ସୂଚନା
  • ||
  • ରାଉରକେଲା : ବଡଧରଣର ଜିଏସ୍‌ଟି ଠକେଇ, ବନ୍ଧାହେଲା ୮୦ କୋଟି ଟଙ୍କା ଠକିନେଇଥିବା ଠକ
  • ||
  • ଶେଷ ହେଲା ମାଟ୍ରିକ୍ ଅଫଲାଇନ୍ ପରୀକ୍ଷା, ୧୧ ରୁ ଆରମ୍ଭ ହେବ ମୂଲ୍ୟାୟନ
  • ||
  • କଟକ : ଶେଷ ହେଲା ମାଟ୍ରିକ୍ ଅଫଲାଇନ୍ ପରୀକ୍ଷା, ୧୧ ରୁ ଆରମ୍ଭ ହେବ ମୂଲ୍ୟାୟନ
  • ||

କରୋନାରେ ମୃତ ଦୁଇ ସାମ୍ବାଦିକଙ୍କ ପାଇଁ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ମୃତକଙ୍କ ପରିବାରକୁ ମିଳିବ ୧୫ ଲକ୍ଷ ଟଙ୍କା

30/07/2020 at 12:43 PM

ଭୁବନେଶ୍ବର ୩୦।୭: କରୋନାରେ ମୃତ ସାମ୍ବାଦିକଙ୍କ ପାଇଁ ଅନୁକମ୍ପା ରାଶି ଘୋଷଣା । କରୋନାରେ ମୃତ୍ୟୁ ହୋଇଥିବା ସାମ୍ବାଦିକଙ୍କ ପରିବାରକୁ ୧୫ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ମିଳିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଅନୁକମ୍ପା ରାଶି ଘୋଷଣା କରିଛନ୍ତି । ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜ ଏ ନେଇ ସୂଚନା ଦେଇଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ କରୋନା ସଂକ୍ରମିତ ହୋଇଥିବା ୨ ଜଣ ସାମ୍ବାଦିକଙ୍କ ମୃତ୍ୟୁ ଘଟିଥିଲା । ଗଞ୍ଜାମର ‘ସମାଜ’ ପ୍ରତିନିଧି ପ୍ରିୟଦର୍ଶୀ ପଟ୍ଟନାୟ ଏବଂ ଗଜପତିର ‘ନ୍ୟୁଜ୍ ଟୁଡେ’ ପ୍ରତିନିଧି କେ.ରତ୍ନମଙ୍କ ଦେହାନ୍ତ ହୋଇଥିଲା ।

   Related Posts