Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆସୁଛି ବାତ୍ୟା ‘ନିଭାର୍’: ୨୫ରୁ ପ୍ରବଳ ବର୍ଷା, ଜିଲ୍ଲାପାଳଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ
  • ||
  • ଚିନ୍ତା ବଢାଇଲାଣି କରୋନାର ୨ୟ ଲହର : ଆଜି PM-CM ଆଲୋଚନା, କୋଭିଡ -19 ର ସ୍ଥିତି ଏବଂ ଟିକା ବିତରଣ ନେଇ ସମୀକ୍ଷା
  • ||
  • ଚିନ୍ତା ଘାରୁଛି କରୋନା ମୃତ୍ୟୁ, ସେପଟେ ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୯୧୩ ସଂକ୍ରମିତ
  • ||
  • ଚାଷୀଙ୍କୁ କେନ୍ଦ୍ର ସରକାରଙ୍କ ସହାୟତା ନେଇ କେନ୍ଦ୍ରମନ୍ତ୍ରୀଙ୍କ ଟ୍ୱିଟ୍: ଲେଖିଲେ, ଗତ ୬ ବର୍ଷରେ ଓଡ଼ିଶାର ଚାଷୀଙ୍କୁ ୬୦ ହଜାର ୮୩୬ କୋଟି ଟଙ୍କା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ରାଜ୍ୟର ୬ ବିଶ୍ବବିଦ୍ୟାଳୟରେ ନୂଆ କୁଳପତି ନିଯୁକ୍ତି: ଜାଣନ୍ତୁ କିଏ, କେଉଁଠି
  • ||
  • ନାବାଳିକାକୁ ଦୁଷ୍କର୍ମ ପରେ ବିଷ ଦେଇ ହତ୍ୟା କରିଥିଲା ସଂପର୍କୀୟ କକା: ଏମିତି ଅଭିଯୋଗ ନେଇ ଜିଲ୍ଲାପାଳଙ୍କୁ ଘେରିଲେ ମହିଳା
  • ||
  • ଭୁବନେଶ୍ବର : ଓଟିଭିରୁ ଇସ୍ତଫା ଦେଲେ ନିହାର ରଞ୍ଜନ ଭୂୟାଁ
  • ||

ଏନସିସି କ୍ୟାଡେଟଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବର୍ଦ୍ଧନା

3/02/2020 at 10:02 PM

ନୂଆଦିଲ୍ଲୀ୩/୨: ଦିଲ୍ଲୀରେ ଗଣତନ୍ତ୍ର ଦିବସ ପରେଡ୍‌ରେ ଓଡ଼ିଶାରୁ ଭାଗ ନେଇଥିବା ଏନସିସି କ୍ୟାଡେଟଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବର୍ଦ୍ଧନା | ଆଜି ଲୋକସେବା ଭବନରେ ସେମାନେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଜିତିଥିବା ଟ୍ରଫି ଓ ମେଡାଲ ଦେଖାଇଥିଲେ | ୧୭ ବର୍ଷ ପରେ ଏଥର ଓଡିଶା DG RVS Best Show Jumper ଜିତିଛି |

ଏହା ବ୍ୟତୀତ Best Rider Girls ଟ୍ରଫି ମଧ୍ୟ ଓଡ଼ିଶା ହାତେଇଛି | ଏଥର ୭୯ ଜଣ ବାଳକ ୩୭ ବାଳିକାଙ୍କୁ ନେଇ ଓଡ଼ିଶାର ଏନସିସି କ୍ୟାଡେଟ୍ ଦିଲ୍ଲୀରେ ଗଣତନ୍ତ୍ର ଦିବସ ପରେଡ୍‌ରେ ଭାଗ ନେଇଥିଲେ ।

   Related Posts