Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କରୋନା ନେଲା ଆଉ ୨୨ଜଣଙ୍କ ଜୀବନ, ୨୨୭୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୨ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୨୩୯୦ ପଜିଟିଭ୍
  • ||
  • ନିରାଡମ୍ବର ଭାବେ ପାଳିତ ହେଉଛି ଇଦ୍-ଉଲ-ଫିତର, ଇଦଗାହରେ ହେବନାହିଁ ସାମୂହିକ ନମାଜ ପାଠ
  • ||
  • କମିବ କାଳବୈଶାଖି ପ୍ରଭାବ, ବଢିବ ଗୁଳୁଗୁଳି
  • ||
  • ଲଭ ୟୁ ଜିନ୍ଦେଗୀ ନୁହେଁ, ରୁଠ୍ ଗୟି ଜିନ୍ଦେଗୀ….ହସି ହସି ମହାମାରୀ ସହ ଲଢି ଲଢି ଚାଲିଗଲେ ୩୦ ବର୍ଷୀୟ ମହିଳା
  • ||

ସୋମବାରରେ ମୁଖ୍ୟମନ୍ତ୍ରୀ ବୁଲ୍‌ବୁଲ୍‌’ କ୍ଷୟକ୍ଷତିର ସମୀକ୍ଷା କରିବେ

10/11/2019 at 8:11 PM

 ଭୁବନେଶ୍ୱର ୧୦।୧୧- ବାତ୍ୟା ବୁଲବୁଲ୍‌ କ୍ଷୟକ୍ଷତିର ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ । କ୍ଷତିଗ୍ରସ୍ତ ୬ଟି ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହିତ ମୁଖ୍ୟ ଶାସନ ସଚିବ ଭିଡିଓ କନଫରେନସିଂରେ ଆଲୋଚନା କରିଛନ୍ତି ।

 ୫ ଦିନ ଭିତରେ କ୍ଷୟକ୍ଷତି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ବୈଠକ ପରେ ସ୍ବତନ୍ତ୍ର ରିଲିଫ କମିଶନର କହିଛନ୍ତି ଯେ ବାତ୍ୟା ବୁଲବୁଲ ପ୍ରଭାବରେ ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ ଜିଲ୍ଲାରେ  କ୍ଷୟକ୍ଷତି ହୋଇଛି ।

ବାଲେଶ୍ବର ଜିଲ୍ଲାରେ ‘ବୁଲ୍‌ବୁଲ୍‌’ର ଆଂଶିକ ପ୍ରଭାବ ପଡିଛି । କାଲି ମୁଖ୍ୟମନ୍ତ୍ରୀ ବୁଲ୍‌ବୁଲ୍‌’ କ୍ଷୟକ୍ଷତିର ସମୀକ୍ଷା  କରିବେ । କ୍ଷୟକ୍ଷତି ଆକଳନ ପାଇଁ ଟିମ୍ ପଠାଇବାକୁ କେନ୍ଦ୍ରକୁ ଅନୁରୋଧ କରାଯିବ ।…

   Related Posts