ପବିତ୍ର ଦଶହରା ଉପଲକ୍ଷେ ରାଜ୍ୟବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

Published By : Prameya-News7 Bureau | October 26, 2020 IST

ଭୁବନେଶ୍ୱର ୨୬।୧୦:   ଆଜି ପବିତ୍ର ଦଶହରା । ଅଧର୍ମ ଉପରେ ଧର୍ମ ଓ ପାପ ଉପରେ ପୁଣ୍ୟ ଅର୍ଜନର ଦିବସ ବିଜୟାଦଶମୀ । ଘଣ୍ଟଘଣ୍ଟା, ଶଙ୍ଖ ଓ ମନ୍ତ୍ରପାଠ ଧ୍ବନୀରେ ପ୍ରକମ୍ପିତ ହେଉଛି ପୂଜା ମଣ୍ଡପ ।  କରୋନା କଟକଣା ଭିତରେ ଚାଲିଛି ଜଗତଜନନୀ ମାଆ ଦୁର୍ଗାଙ୍କ ଆରାଧନା । ତେବେ ଏସବୁ ଭିତରେ ଆଜି ବିଜୟା ଦଶମୀ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।  ଟ୍ୱିଟ କରି ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇଛନ୍ତି ।

wp:html /wp:html

ମୁଖ୍ୟମନ୍ତ୍ରୀ ଟ୍ୱିଟ ଜରିଆରେ, ରାଜ୍ୟବାସୀଙ୍କୁ ପବିତ୍ର ବିଜୟା ଦଶମୀ ତଥା ଦଶହରା ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ମା'ଦୁର୍ଗାଙ୍କ ଆଶୀର୍ବାଦରୁ ପ୍ରତିଟି ଜୀବନ ସୁଖ ଓ ସମୃଦ୍ଧିମୟ ହେଉ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.