Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚିନ୍ତା ଘାରୁଛି କରୋନା ମୃତ୍ୟୁ, ସେପଟେ ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୯୧୩ ସଂକ୍ରମିତ
  • ||
  • ଚାଷୀଙ୍କୁ କେନ୍ଦ୍ର ସରକାରଙ୍କ ସହାୟତା ନେଇ କେନ୍ଦ୍ରମନ୍ତ୍ରୀଙ୍କ ଟ୍ୱିଟ୍: ଲେଖିଲେ, ଗତ ୬ ବର୍ଷରେ ଓଡ଼ିଶାର ଚାଷୀଙ୍କୁ ୬୦ ହଜାର ୮୩୬ କୋଟି ଟଙ୍କା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ରାଜ୍ୟର ୬ ବିଶ୍ବବିଦ୍ୟାଳୟରେ ନୂଆ କୁଳପତି ନିଯୁକ୍ତି: ଜାଣନ୍ତୁ କିଏ, କେଉଁଠି
  • ||
  • ବରଗଡ଼: ‘ନୋ କ୍ଲାସ୍ ନୋ ଫି’ ଦାବିରେ ଜିଲ୍ଲାପାଳଙ୍କୁ ଘେରିଲେ କଲେଜ ଛାତ୍ରଛାତ୍ରୀ
  • ||
  • ନାବାଳିକାକୁ ଦୁଷ୍କର୍ମ ପରେ ବିଷ ଦେଇ ହତ୍ୟା କରିଥିଲା ସଂପର୍କୀୟ କକା: ଏମିତି ଅଭିଯୋଗ ନେଇ ଜିଲ୍ଲାପାଳଙ୍କୁ ଘେରିଲେ ମହିଳା
  • ||
  • ମାଲକାନଗିରି :ପଡିଆ ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ମେଡିକାଲ ଅଫିସରଙ୍କୁ ଗିରଫ କଲା ଭିଜିଲାନ୍ସ
  • ||
  • ମାଲକାନଗିରି : ଜମିବାଡି ବିବାଦରୁ ହତ୍ୟାକାଣ୍ଡ ! ହତ୍ୟା କରି ଫିଙ୍ଗିଦେଲେ ଘର ଆଗରେ
  • ||
  • ଝାରସୁଗୁଡା : ଟେଣ୍ଟ ହାଉସ୍ ଗୋଦାମରେ ଅଗ୍ନିକାଣ୍ଡ, ୫୦ଲକ୍ଷରୁ ଅଧିକ ଟଙ୍କାର ସମ୍ପତ୍ତି ପୋଡି ଭସ୍ମୀଭୂତ
  • ||
  • ଭୁବନେଶ୍ବର : ଓଟିଭିରୁ ଇସ୍ତଫା ଦେଲେ ନିହାର ରଞ୍ଜନ ଭୂୟାଁ
  • ||
  • କଟକ : ଘରୋଇ ସ୍କୁଲ ଫି’ କମାଇବା ମାମଲା : ଫି’ କେତେ କମିବ ସତ୍ୟପାଠ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
  • ||

ପବିତ୍ର ଦଶହରା ଉପଲକ୍ଷେ ରାଜ୍ୟବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

26/10/2020 at 9:34 AM

ଭୁବନେଶ୍ୱର ୨୬।୧୦:   ଆଜି ପବିତ୍ର ଦଶହରା । ଅଧର୍ମ ଉପରେ ଧର୍ମ ଓ ପାପ ଉପରେ ପୁଣ୍ୟ ଅର୍ଜନର ଦିବସ ବିଜୟାଦଶମୀ । ଘଣ୍ଟଘଣ୍ଟା, ଶଙ୍ଖ ଓ ମନ୍ତ୍ରପାଠ ଧ୍ବନୀରେ ପ୍ରକମ୍ପିତ ହେଉଛି ପୂଜା ମଣ୍ଡପ ।  କରୋନା କଟକଣା ଭିତରେ ଚାଲିଛି ଜଗତଜନନୀ ମାଆ ଦୁର୍ଗାଙ୍କ ଆରାଧନା । ତେବେ ଏସବୁ ଭିତରେ ଆଜି ବିଜୟା ଦଶମୀ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।  ଟ୍ୱିଟ କରି ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇଛନ୍ତି ।

ମୁଖ୍ୟମନ୍ତ୍ରୀ ଟ୍ୱିଟ ଜରିଆରେ, ରାଜ୍ୟବାସୀଙ୍କୁ ପବିତ୍ର ବିଜୟା ଦଶମୀ ତଥା ଦଶହରା ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ମା’ଦୁର୍ଗାଙ୍କ ଆଶୀର୍ବାଦରୁ ପ୍ରତିଟି ଜୀବନ ସୁଖ ଓ ସମୃଦ୍ଧିମୟ ହେଉ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

   Related Posts