Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୯୦୪କରୋନା ସଂକ୍ରମିତ ଚିହ୍ନଟ
  • ||
  • ଚିତ୍ରକୋଣ୍ଡାରେ BSF ଜବାନଙ୍କ କମ୍ବିଂ ଅପରେସନ, ଟିଫିନ୍ ବୋମା ଉଦ୍ଧାର
  • ||
  • ଶ୍ରୀଜଗନ୍ନାଥ ଷ୍ଟାଡିୟମ ନିକଟରେ ଉଚ୍ଛେଦ କାର୍ଯ୍ୟ ଆରମ୍ଭ, ୨ ଫ୍ଲାଟୁନ ଫୋର୍ସ ମୃତୟନ
  • ||
  • ଭିଜିଲାନ୍ସ ଜାଲରେ ଜନସ୍ୱାସ୍ଥ୍ୟ ବିଭାଗ-୨ ସହକାରୀ କାର୍ଯ୍ୟକାରୀ ଯନ୍ତ୍ରୀ, ଏକକାଳୀନ ୬ଟି ସ୍ଥାନରେ ରେଡ୍
  • ||
  • ନୟାଗଡ଼ : ପୋଲିସ କବ୍‌ଜାରେ ୪ ଆନ୍ତଃ ଜିଲ୍ଲା ଡକାୟତ
  • ||

ଝାରସୁଗୁଡା ଏୟାରପୋର୍ଟରୁ ପୁନଃ ବିମାନ ଚଳାଚଳ ନେଇ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

7/01/2019 at 3:23 PM

ଭୁବନେଶ୍ବର ୭|୧: ଝାରସୁଗୁଡା ଏୟାରପୋର୍ଟ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଝାରସୁଗୁଡା ଏୟାରପୋର୍ଟରୁ ପୁନଃ ବିମାନ ଚଳାଚଳ ନେଇ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ । ନିୟମିତ ବିମାନ ଚଳାଚଳ ପାଇଁ ଏୟାର ଇଣ୍ଡିଆ ସହ କଥା ହୋଇ ବିହିତ ପଦକ୍ଷେପ ନେବାକୁ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି । ଭୁବନେଶ୍ବରରୁ ଦିଲ୍ଲୀକୁ ଯାଉଥିବା ଏୟାର ଇଣ୍ଡିଆ ଫ୍ଲାଇଟ୍ ଝାରସୁଗୁଡା ଦେଇ ଯିବାକୁ ଅନୁରୋଧ  କରିଛନ୍ତି ନବୀନ ।

   Related Posts