ଝାରସୁଗୁଡା ଏୟାରପୋର୍ଟରୁ ପୁନଃ ବିମାନ ଚଳାଚଳ ନେଇ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

Published By : Prameya-News7 Bureau | January 07, 2019 IST

ଭୁବନେଶ୍ବର ୭|୧: ଝାରସୁଗୁଡା ଏୟାରପୋର୍ଟ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଝାରସୁଗୁଡା ଏୟାରପୋର୍ଟରୁ ପୁନଃ ବିମାନ ଚଳାଚଳ ନେଇ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ । ନିୟମିତ ବିମାନ ଚଳାଚଳ ପାଇଁ ଏୟାର ଇଣ୍ଡିଆ ସହ କଥା ହୋଇ ବିହିତ ପଦକ୍ଷେପ ନେବାକୁ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି । ଭୁବନେଶ୍ବରରୁ ଦିଲ୍ଲୀକୁ ଯାଉଥିବା ଏୟାର ଇଣ୍ଡିଆ ଫ୍ଲାଇଟ୍ ଝାରସୁଗୁଡା ଦେଇ ଯିବାକୁ ଅନୁରୋଧ  କରିଛନ୍ତି ନବୀନ ।

{"id":71286,"align":"center","width":457,"height":646}

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.