Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୦ କୋଭିଡ୍ ସଂକ୍ରମିତ, ୩୩୪୩୦୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୫ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କଳିଙ୍ଗ ଝୋଟ କାରଖାନାରେ ଅଘଟଣ, ମେସିନରେ ଚାପି ହୋଇ ଶ୍ରମିକ ମୃତ
  • ||
  • ଭଞ୍ଜନଗର : ଘରୋଇ କଳି ହେଲା କାଳ, ଦାଦାର ଛୁରାମାଡ଼଼ରେ ଝିଆରୀ ଆହତ
  • ||
  • ପୁରୀ : ଆଜି ଶ୍ରୀଜିଉଙ୍କ ଦର୍ଶନ ବନ୍ଦ, ଶ୍ରୀମନ୍ଦିର ଭିତରେ ଓ ବାହାରେ କରାଯାଉଛି ସାନିଟାଇଜ୍
  • ||
  • ବ୍ରିଜରେ ଝୁଲିଛି ଯାତ୍ରୀବାହୀ ବସ୍‌, ଅଳ୍ପକେ ବର୍ତ୍ତିଲେ ୫୦ରୁ ଅଧିକ ଯାତ୍ରୀ
  • ||
  • ଆଜିଠୁ ଖୋଲିଲା ଭିତରକନିକା, କୁମ୍ଭୀର ଗଣନା ପାଇଁ ଗତ ୧୫ ତାରିଖଠାରୁ ବନ୍ଦ ଥିଲା ଜାତୀୟ ଉଦ୍ୟାନ
  • ||

୬ଟି ଦୋକାନକୁ ସିଲ୍ କଲା କଟକ ମହାନଗର ନିଗମ

15/06/2020 at 6:01 PM

କଟକ୧୫/୬: ସାମାଜିକ ଦୂରତା ନିୟମ ଉଲଂଘନ ଅଭିଯୋଗରେ ୬ଟି ଦୋକାନକୁ ସିଲ୍ କଲା କଟକ ମହାନଗର ନିଗମ (ସିଏମ୍‌ସି)। ସହରରେ ଥିବା ୨ ଟି କପଡା ଦୋକାନ, ବାଦାମବାଡିରେ ଥିବା ୨ଟି ମୋବାଇଲ ଦୋକାନ, ଏକ ସୁଇଟ୍ସ ଷ୍ଟଲ ଏବଂ ଅନ୍ୟ ଏକ ଦୋକାନକୁ ସିଲ କରିଛି ସିଏମସି। ସହରରେ ସାମାଜିକ ଦୂରତ୍ବ ରକ୍ଷା କରୁନଥିବା ଦୋକାନକୁ ଯାଞ୍ଚ କରି ସିଲ୍ କରିବା ପାଇଁ ସିଏମସି ପକ୍ଷରୁ ସ୍ବତନ୍ତ୍ର ସ୍କ୍ବାଡ୍‌ ଗଠନ କରାଯାଇଛି।

   Related Posts