Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଦ୍ମ ସମ୍ମାନ ଘୋଷଣା: ୩ଟି ବର୍ଗରେ ମୋଟ ୧୧୯ ଜଣ ପାଇବେ ସମ୍ମାନ
  • ||
  • ବଜେଟ୍‌ ଡେ’ରେ ପାର୍ଲାମେଣ୍ଟ ଚଲୋ: ଆନ୍ଦୋଳନକାରୀ କୃଷକ ଦେଲେ ଡାକରା
  • ||
  • ଚିନ୍ତା ବଢାଇଲେଣି କୁଲଡିହା ହାତୀପଲ, ନଷ୍ଟ କରୁଛନ୍ତି ବ୍ୟାପକ ଫସଲ
  • ||
  • ଭୁବନେଶ୍ବର : ଫେବୃଆରୀ ୧୪ରୁ ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ
  • ||
  • ଅନୁଗୋଳ : ଜିଲ୍ଲାପାଳଙ୍କ ଅଫିସ୍ ଆଗରେ ମା’ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୦ କୋଭିଡ୍ ସଂକ୍ରମିତ, ୩୩୪୪୩୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ବ୍ରହ୍ମପୁର : ଟ୍ରାକ୍ଟର ସହ ବାଇକ୍ ଧକ୍କା, ଜଣେ ମୃତ, ୨ ଶ୍ରମିକ ଗୁରୁତର
  • ||
  • ଆନନ୍ଦପୁର : ଧାନ ଡୋଲି ଓଲଟିପଡି ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୨୦୩ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ବରଗଡ : ଭିଜିଲାନ୍ସ ଜାଲରେ ବରଗଡ ଜିଲ୍ଲା ଭଟଲି ବ୍ଲକ୍ କେଲେଙ୍ଗାପାଲିର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ
  • ||

ଅନୁଗୋଳ: ବଢ଼ୁଛି ଚୋରା କୋଇଲା ବେପାର, ୭ ଗିରଫ

29/11/2020 at 9:20 PM

ଅନୁଗୋଳ୨୯/୧୧: ବଢୁଛି ଚୋରା କୋଇଲା ବେପାର। ସମଲ ଗେଟ ନିକଟରୁ ୨ଟି ଚୋରା କୋଇଲା ବୋଝେଇ ଟ୍ରକକୁ ଜବତ କରିଛି ପୋଲିସ। ଏହାସହ ୭ ଜଣ ଗିରଫ ହୋଇଛନ୍ତି।

ଅନୁଗୋଳ ପୋଲିସର ସ୍ପେଶାଲ ସ୍କ୍ବାର୍ଡ ଏବଂ ସମଲ ପୋଲିସ ମିଳିତ ଭାବେ ଚଢ଼ାଉ କରି ୨ଟି ଟ୍ରକରେ ଭର୍ତ୍ତି ଚୋରା କୋଇଲା ଜବତ ହୋଇଛି।

ଏଥିସହ ଏକ ବୋଲେରୋ, ଏକ ମାରୁତି ସୁଇଫ୍ଟ କାର ଏବଂ ଗୋଟିଏ ମଟର ସାଇକେଲ ମଧ୍ୟ ଜବତ କରିଛି ପୋଲିସ୍।

   Related Posts