Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ଅପ୍‌ଡେଟ୍‌: ସାମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ବାତିଲ୍‌ ହେଲା ଟ୍ରେନ୍‌
  • ||
  • ଶେଷରେ ରଦ୍ଦ ହେଲା ତିନି କୃଷି ଆଇନ, ବିଧେୟକ ଉପରେ ମୋହର ମାରିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
  • ||
  • ପଞ୍ଜାବ ନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ସଫଳତା, ପଦ୍ମ ଧରିଲେ ଶିରୋମଣି ଅକାଳି ଦଳର ମନଜିନ୍ଦର ସିଂହ
  • ||
  • ନୂଆ କୋଭିଡ୍‌ ଭାରିଆଣ୍ଟକୁ ନେଇ ସଚେତନ ରହିବାକୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଜୁନିୟର ହକି ବିିଶ୍ୱକପ୍‌: ସେମିରେ ପ୍ରବେଶ କଲା ଫ୍ରାନ୍ସ
  • ||
  • ବଙ୍ଗୋମୁଣ୍ଡା ଆଇଆଇସିଙ୍କୁ କୋର୍ଟ ଚାଲାଣ କଲା ଭିଜିଲାନ୍ସ
  • ||
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||

ମାଛ ଜାଲରେ ପଡିଲା ୫ ଫୁଟିଆ ନାଗ ସାପ, ଦେଖନ୍ତୁ ଭିଡିଓ…

27/10/2021 at 12:48 PM

ଆଠଗଡ଼ ୨୭।୧୦: ମାଛ ଜାଲରେ ଫସିଗଲା ୫ଫୁଟର ନାଗ ସାପ । ଆଠଗଡ ବ୍ଳକ୍ ଅନ୍ତର୍ଗତ ବେତଖୋଲି ଗାଁରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି । ଘଟଣାସ୍ଥଳରେ ସ୍ନେକ ହେଲ୍‌ପ ଲାଇନ୍ ସଦସ୍ୟ ପହଞ୍ଚି ସାପଟିକୁ ଉଦ୍ଧାର କରୁଛନ୍ତି ।

ଖବର ଅନୁଯାୟୀ, ବେତଖୋଲି ଗାଁର ପ୍ରଶାନ୍ତ ନାୟକଙ୍କ ବଗିଚାରେ ଘେରା ଯାଇଥିବା ମାଛ ଜାଲରେ ଏକ ନାଗ ସାପ ଫସିଯାଇଥିଲେ ।ସେ ଏହାକୁ ଦେଖି ଭୟଭୀତ ହୋଇଯାଇଥିଲେ । ପରେ ସେ ଆଠଗଡ଼ ସ୍ନେକ ହେଲ୍ପ ଲାଇନ୍‌ର ସଦସ୍ୟ ଅସିତ ପ୍ରଧାନଙ୍କୁ ଖବର ଦେିଥିଲେ । ଖବର ପାଇ ଅସିତ ପ୍ରଧାନ ଘଟଣାସ୍ଥଳରେ ପହଞ୍ଚି ସାପଟିକୁ ଉଦ୍ଧାର କରିବାକୁ ଉଦ୍ୟମ କରିଥିଲେ । ଦୀର୍ଘ ୨ ଘଣ୍ଟାର ଅପରେସନ ପରେ ସାପଟିକୁ ଉଦ୍ଧାର କରି ନିକଟସ୍ଥ ଜଙ୍ଗଲରେ ଛାଡିଛନ୍ତି ।

   Related Posts