Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚିନ୍ତା ବଢାଇଲେଣି କୁଲଡିହା ହାତୀପଲ, ନଷ୍ଟ କରୁଛନ୍ତି ବ୍ୟାପକ ଫସଲ
  • ||
  • ଭୁବନେଶ୍ବର : ଫେବୃଆରୀ ୧୪ରୁ ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ
  • ||
  • ଅନୁଗୋଳ : ଜିଲ୍ଲାପାଳଙ୍କ ଅଫିସ୍ ଆଗରେ ମା’ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୦ କୋଭିଡ୍ ସଂକ୍ରମିତ, ୩୩୪୪୩୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ବ୍ରହ୍ମପୁର : ଟ୍ରାକ୍ଟର ସହ ବାଇକ୍ ଧକ୍କା, ଜଣେ ମୃତ, ୨ ଶ୍ରମିକ ଗୁରୁତର
  • ||
  • ଆନନ୍ଦପୁର : ଧାନ ଡୋଲି ଓଲଟିପଡି ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୨୦୩ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ବରଗଡ : ଭିଜିଲାନ୍ସ ଜାଲରେ ବରଗଡ ଜିଲ୍ଲା ଭଟଲି ବ୍ଲକ୍ କେଲେଙ୍ଗାପାଲିର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ
  • ||
  • ଭୁବନେଶ୍ବର : ସାଲିଆ ସାହିରୁ ୫ଶହ ଲିଟରରୁ ଅଧିକ ଦେଶୀ ମଦ ଜବତ, ୯ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୬ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||

ଆଜିଠୁ ବଢ଼ିବ ଶୀତ : ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଆଲର୍ଟ ଜାରି

23/01/2020 at 9:35 AM

ଭୁବନେଶ୍ବର ୨୩/୧: ଆଜିଠୁ ଶୀତ ବଢ଼ିବ । ରାଜ୍ୟର ବିଭିନ୍ନ ଅଞ୍ଚଳରେ ରାତିର ସର୍ବନିମ୍ନ ତାପମାତ୍ରା ବୃଦ୍ଧି ପାଇଛି। ବାୟୁ ପ୍ରବାହ ଦିଗ ପରିବର୍ତ୍ତନ କାରଣରୁ ଉତ୍ତରାପବନ ପ୍ରବାହ କମିଛି। ତେଣୁ ଥଣ୍ଡା ପ୍ରକୋପରୁ ଆଶ୍ବସ୍ତି ମିଳିଛି। ଆସନ୍ତା ଦୁଇ ଦିନ ଧରି ରାଜ୍ୟର ବିଭିନ୍ନ ଅଞ୍ଚଳରେ ଘନ କୁହୁଡ଼ି ଅନୁଭୂତ ହେବ।

ପରବର୍ତ୍ତୀ ୨୪ଘଣ୍ଟାରେ ପାଗ ବଦଳିଯିବା ସହିତ ଉତ୍ତରା ପବନ ବହିବ। ଏହାର ପ୍ରଭାବରେ ଆସନ୍ତା ୪୮ଘଣ୍ଟା ପରେ ରାତିର ସର୍ବନିମ୍ନ ତାପମାତ୍ରା ୨ରୁ ୪ଡ଼ିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଆସନ୍ତା ଦୁଇ ଦିନ ଧରି ଅର୍ଦ୍ଧାଧିକ ଜିଲାରେ ଘନ କୁହୁଡ଼ି ଅନୁଭୂତ ହେବାର ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଆଲର୍ଟ ଜାରି କରାଯାଇଛି।

   Related Posts