Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • +୩ରେ ଲକ୍ଷେ ସିଟ୍ ଖାଲି, ଗୁରୁବାର ସ୍ପଟ୍ ଆଡମିଶନ ପାଇଁ ଆବେଦନ
  • ||
  • ରାଜ୍ୟରେ ଖରାଟିଆ ପାଗ, ୨୩ ସୁଦ୍ଧା ଫେରିଯିବ ମୌସୁମୀ
  • ||
  • ରାଜଧାନୀରେ ରହିବନି ମୁକୁଳା ଡ୍ରେନ୍ : ଦୁଇ ପାର୍ଶ୍ୱରେ ଲାଗିବ ତାରଜାଲି, ସମ୍ପ୍ରସାରଣ ହେବ ସଙ୍କୁଚିତ ନାଳ
  • ||

ଅନଲାଇନ୍‌ରେ ପରୀକ୍ଷା ଅଥବା ବାତିଲ୍ ଦାବିରେ ଯୁକ୍ତ ୨ ଛାତ୍ରଛାତ୍ରୀଙ୍କ ବିକ୍ଷୋଭ

23/04/2021 at 12:40 PM

ଖୋର୍ଦ୍ଧା ୨୩।୪: ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଯୁକ୍ତ ଦୁଇ ଛାତ୍ରଛାତ୍ରୀଙ୍କ ରାସ୍ତା ଅବରୋଧ ଓ ବିକ୍ଷୋଭ ।  ଖୋର୍ଦ୍ଧା ଉପଖଣ୍ଡ ଅଧୀନରେ ଥିବା ସମସ୍ତ ଯୁକ୍ତ ଦୁଇ କଲେଜରେ ଅନଲାଇନରେ ପରୀକ୍ଷା ଅଥବା ବାତିଲ ଦାବିରେ ସମସ୍ତ କଲେଜର ଛାତ୍ର ସଂଗଠନ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ରାସ୍ତା ଅବରୋଧ ଓ ବିକ୍ଷୋଭ ।  ମାଟ୍ରିକ୍ ପରୀକ୍ଷା ବାତିଲ ଢାଞ୍ଚାରେ ନିୟମ ଲାଗୁ କରିବାକୁ ଦାବି ହୋଇଛି । 

ଏହି ଆନ୍ଦୋଳନରେ ଦୀର୍ଘ ସମୟ ପର୍ଯ୍ୟନ୍ତ ୫୭ ନମ୍ବର ଜାତୀୟ ରାଜପଥ ଅବରୋଧ ଯୋଗୁଁ ଯାତାୟତ ବଧାପ୍ରାପ୍ତ ହୋଇଛି । ପରେ ପୋଲିସ ବୁଝାସୁଝା କରିବା ପରେ ଜିଲ୍ଲାପାଳଙ୍କୁ ଦାବିପତ୍ର ଦେବା ପରେ ଧାରଣା ପ୍ରତ୍ୟାହୃତ ହୋଇଛି ।

   Related Posts