Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶେଷରେ ରଦ୍ଦ ହେଲା ତିନି କୃଷି ଆଇନ, ବିଧେୟକ ଉପରେ ମୋହର ମାରିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
  • ||
  • ପଞ୍ଜାବ ନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ସଫଳତା, ପଦ୍ମ ଧରିଲେ ଶିରୋମଣି ଅକାଳି ଦଳର ମନଜିନ୍ଦର ସିଂହ
  • ||
  • ନୂଆ କୋଭିଡ୍‌ ଭାରିଆଣ୍ଟକୁ ନେଇ ସଚେତନ ରହିବାକୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଜୁନିୟର ହକି ବିିଶ୍ୱକପ୍‌: ସେମିରେ ପ୍ରବେଶ କଲା ଫ୍ରାନ୍ସ
  • ||
  • ବଙ୍ଗୋମୁଣ୍ଡା ଆଇଆଇସିଙ୍କୁ କୋର୍ଟ ଚାଲାଣ କଲା ଭିଜିଲାନ୍ସ
  • ||
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||
  • ସୁବର୍ଣ୍ଣପୁର : ମା’ ସୁରେଶ୍ଵରୀ ମନ୍ଦିରରୁ ଚୋରି ଘଟଣା : କାର୍ଯ୍ୟରେ ଅବହେଳା ପାଇଁ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||

ପୁରୀ ଜିଲ୍ଲାବାସୀଙ୍କୁ ଟିକା ନେବାକୁ ଅନୁରୋଧ କଲେ ଜିଲ୍ଲାପାଳ ସମର୍ଥ ବର୍ମା

12/11/2021 at 2:57 PM

ପୁରୀ ୧୨।୧୧: ପୁରୀ ଜିଲ୍ଲାରେ ୮୨ ପ୍ରତିଶତ ଲୋକ ପ୍ରଥମ ପର୍ଯ୍ୟାୟ ଓ ୫୪ ପ୍ରତିଶତ ଲୋକ ଦ୍ଵିତୀୟ ପର୍ଯ୍ୟାୟ ଟିକା ନେଇଛନ୍ତି । କିନ୍ତୁ ଗ୍ରାମାଞ୍ଚଳରେ କିଛି ବ୍ୟକ୍ତି କୋଭିଡ୍ ଟିକା ନେବାକୁ ନାରାଜ ହେଉଛନ୍ତି । ଯାହାଫଳରେ ଜିଲ୍ଲାରେ ଟିକାଦାନ ପ୍ରକ୍ରିୟା ଯେଉଁଭଳି ଅଗ୍ରଗତି ହେବା କଥା ତାହା ହୋଇପାରିନାହିଁ । ପ୍ରତି ଗାଁରେ କ୍ୟାମ୍ପ୍ କରାଯାଉଛି । ତେଣୁ ସମଗ୍ର ଜିଲ୍ଲାବାସୀ ସମ୍ପୂର୍ଣ୍ଣ ସହଯୋଗ କରି ଶତ ପ୍ରତିଶତ ଦୁଇ ପର୍ଯ୍ୟାୟ ଟିକା ନେବାକୁ ଜିଲ୍ଲାବାସୀଙ୍କୁ ଅନୁରୋଧ କରିଛନ୍ତି ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ।

   Related Posts