ଜିଲ୍ଲାପାଳଙ୍କ ପିଏଙ୍କ ମୃତ୍ୟୁ ଘଟଣା: ଜିଲ୍ଲାପାଳଙ୍କ ନାଁରେ ରୁଜୁ ହେଲା ହତ୍ୟା ମାମଲା, ଲାଗିଛି ସଂଗୀନ ଦଫା

ମାଲକାନଗିରି୧୫/୧୧: ମାଲକାନଗିରି ଜିଲ୍ଲାପାଳ ମନିଷ ଅଗ୍ରୱାଲଙ୍କ ନାମରେ ହତ୍ୟା ମାମଲା ରୁଜୁ କଲା ମାଲକାନଗିରି ଆଦର୍ଶ ଥାନା ପୋଲିସ । ଜିଲ୍ଲାପାଳଙ୍କ ପୂର୍ବତନ ପିଏ ଦେବ ନାରାୟଣ ପଣ୍ଡାଙ୍କ ମୃତ୍ୟୁ ଘଟଣାକୁ ନେଇ ପୁର୍ବରୁ ଥାନାରେ ଲିଖିତ ଅଭିଯୋଗ କରିଥିଲେ ହେଁ ପୋଲିସ ଏତଲା ରୁଜୁ କରିନଥିଲା । ପରେ କୋର୍ଟର ଦ୍ବାରସ୍ଥ ହୋଇଥିଲେ ପିଏ ପଣ୍ଡାଙ୍କ ସ୍ତ୍ରୀ ବନଜା । ଜିଲ୍ଲାପାଳ ମନିଷ ଅଗ୍ରୱାଲ ଓ ତାଙ୍କ କାର୍ଯ୍ୟାଳୟର ଅନ୍ୟ ତିନି ଜଣ କର୍ମଚାରୀ ଭି. … Continue reading ଜିଲ୍ଲାପାଳଙ୍କ ପିଏଙ୍କ ମୃତ୍ୟୁ ଘଟଣା: ଜିଲ୍ଲାପାଳଙ୍କ ନାଁରେ ରୁଜୁ ହେଲା ହତ୍ୟା ମାମଲା, ଲାଗିଛି ସଂଗୀନ ଦଫା