Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ ସୀମାପୁରୀରେ ଅଭାବନୀୟ ଘଟଣା : ଘରେ ଲାଗିଲା ନିଆଁ, ୪ ମୃତ
  • ||
  • ଏବର୍ଷ ରାଜ୍ୟରେ ହାଡଭଙ୍ଗା ଶୀତ, ଅଧିକ ଦିନ ଥରାଇବ
  • ||
  • ସିଆରପିଏଫ କ୍ୟାମ୍ପରେ ରାତି ବିତାଇଲେ ଶାହ, ଯବାନଙ୍କ ସହ କଲେ ରାତ୍ରି ଭୋଜନ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ସେପଟେ ଡିଜିପି ଅଫିସ ଘେରାଉ କରିବ କଂଗ୍ରେସ
  • ||

MKCG ଅଗ୍ନିକାଣ୍ଡ ନେଇ ଜିଲ୍ଲାପାଳଙ୍କ ଟୁଇଟ: କ୍ଷୟକ୍ଷତି ହୋଇନଥିବା ସୂଚନା

27/04/2021 at 8:40 AM

ବ୍ରହ୍ମପୁର ୨୭/୪: ବ୍ରହ୍ମପୁର ଏମକେସିଜି ହସ୍ପିଟାଲ ଅଗ୍ନିକାଣ୍ଡ ନେଇ ଟୁଇଟ କରିଛନ୍ତି ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ । ଜିଲ୍ଲାପାଳ କହିଛନ୍ତି ଏହା ଏରକ ଛୋଟ ଧରଣର ଅଗ୍ନିକାଣ୍ଡ ଥିଲା । ଠିକ୍ ସମୟରେ ଅଗ୍ନିଶମ ଅଧିକାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ବଡଧରଣର କୌଣସି କ୍ଷୟକ୍ଷତି ହୋଇନି ।

ଏଥିରେ ବ୍ୟସ୍ତ ହେବାର କୌଣସି କାରଣ ନାହିଁ । ଗତକାଲି ଏସିରୁ ସର୍ଟସର୍କିଟରୁ ହୋଇଥିଲା ଅଗ୍ନିକାଣ୍ଡ । ଖବର ଜଣାପଡିବା ପରେ ଅଗ୍ନିଶମ ଅଧିକାରୀମାନେ ପହଞ୍ଚି ନିଆଁ ଲିଭାଇବାକୁ ଚେଷ୍ଟା କରିଥିଲେ ।

   Related Posts