ଆଜି ଲୋକସେବା ଭବନରେ ଜିଲ୍ଲାପାଳ ସମ୍ମିଳନୀ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ

Published By : Prameya-News7 Bureau | January 17, 2020 IST

ଭୁବନେଶ୍ବର ୧୭।୧: ଆଜି ଲୋକସେବା ଭବନରେ ବସିବ ଗୁରୁତ୍ବପୂର୍ଣ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ଏହି ବୈଠକରେ ସମସ୍ତ ଜିଲ୍ଲାପାଳଙ୍କ ସହ ବରିଷ୍ଠ ଅଧିକାରୀ ଉପସ୍ଥିତ ରହିବେ । ଏହାସହ ସମସ୍ତ ବିଭାଗର ସଚିବମାନେ ମଧ୍ୟ ଉପସ୍ଥିତ ରହିବେ । ବୈଠକରେ ୧୦ଟି ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହେବ । ଲୋକସେବା ଭବନ ନୂଆ ଅଡିଟୋରିୟମରେ ଦୁଇଦିନ ଧରି ଏହି ବୈଠକ ଚାଲିବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.