Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୭ କୋଭିଡ୍ ପଜିଟିଭ୍, ୩୩୭୧୯୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଓଡିଶା ହାତରୁ ଖସୁଛି ବନ୍ଧୁଗାଁ ବ୍ଲକ, ଲୋଭ ଦେଖାଇ ଗାଁ ଲୋକଙ୍କୁ ନିଜ ଆଡକୁ ଟାଣୁଛି ଆନ୍ଧ୍ର
  • ||
  • ଅଟୋକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍ : ଜଣେ ମୃତ, ୩ ଗୁରୁତର
  • ||
  • ବାଇକକୁ ଧକ୍କା ଦେଲା ହାଇଓ୍ୱା, ଆରୋହୀ ମୃତ
  • ||
  • ଯୁବତୀଙ୍କୁ ଘରୁ ଉଠାଇ ନେଇ ୧୫ ଦିନ ଧରି ଦୁଷ୍କର୍ମ ! ଅଭିଯୁକ୍ତ ଦେଉଥିଲା ହତ୍ୟା ଧମକ, ଫଟୋ ଭାଇରାଲ ନେଇ କରୁଥିଲା ବ୍ଲାକମେଲିଂ…
  • ||
  • ତାତିରୁ ଏବେ ନିସ୍ତାର ନାହିଁ, ଆହୁରି ଛଟପଟ କରିବ ଖରା
  • ||
  • ବାରିପଦା : କୋଭିଡ ନିୟମକୁ ବେଖାତିର, ୫ଟି ଦୋକାନ ସିଲ୍‌
  • ||

ଆଜି ଲୋକସେବା ଭବନରେ ଜିଲ୍ଲାପାଳ ସମ୍ମିଳନୀ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ

17/01/2020 at 10:26 AM

ଭୁବନେଶ୍ବର ୧୭।୧: ଆଜି ଲୋକସେବା ଭବନରେ ବସିବ ଗୁରୁତ୍ବପୂର୍ଣ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ଏହି ବୈଠକରେ ସମସ୍ତ ଜିଲ୍ଲାପାଳଙ୍କ ସହ ବରିଷ୍ଠ ଅଧିକାରୀ ଉପସ୍ଥିତ ରହିବେ । ଏହାସହ ସମସ୍ତ ବିଭାଗର ସଚିବମାନେ ମଧ୍ୟ ଉପସ୍ଥିତ ରହିବେ । ବୈଠକରେ ୧୦ଟି ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହେବ । ଲୋକସେବା ଭବନ ନୂଆ ଅଡିଟୋରିୟମରେ ଦୁଇଦିନ ଧରି ଏହି ବୈଠକ ଚାଲିବ ।

   Related Posts