Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ଟ୍ରାଭେଲ୍ସ ବିଲ୍ ମାମଲାରେ ପାଠକ ବାପା-ପୁଅଙ୍କୁ ହାଇକୋର୍ଟରୁ ମିଳିଲା ଜାମିନ
  • ||
  • ଚଣ୍ଡିଖୋଲ : ପେଟ୍ରୋଲ ପମ୍ପ୍ କର୍ମଚାରୀଙ୍କୁ ଗୁଳିମାଡ, ଦୁଇ ଆହତ
  • ||
  • ଚଣ୍ଡିଖୋଲ : ପୃଥକ ପୃଥକ ଦୁର୍ଘଟଣାରେ ଦୁଇ ମୃତ, ଜଣେ ଗୁରୁତର
  • ||
  • ଭୁବନେଶ୍ବର : ବିଧାନସଭା ବାଚସ୍ପତିଙ୍କ ସହ ମନ୍ତ୍ରୀ ଓ ବିଧାୟକ ନେଲେ କରୋନା ଟିକା
  • ||
  • କଟକ : ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା, CBI ତଦନ୍ତ ଶିଥିଳତା ମାମଲାରେ ପୂର୍ଣ୍ଣଚ୍ଛେଦ ଟାଣିଲେ ହାଇକୋର୍ଟ
  • ||
  • ବଲାଙ୍ଗୀର : ବସ୍ ଧକ୍କାରେ ଶିକ୍ଷକଙ୍କ ମୃତ୍ୟୁ, NH ଅବରୋଧ କଲେ ସ୍ଥାନୀୟ ଲୋକ
  • ||
  • ବୌଦ୍ଧ : ସମ୍ପତ୍ତି ପାଇଁ ଭାଇ ହେଲା ବଇରୀ, ରକ୍ତ ସମ୍ପର୍କକୁ ଭୁଲି ମାରି ପୋଡିଦେଲେ ସାନ ଭାଇକୁ
  • ||
  • ନୟାଗଡ : ଗ୍ରାମବାସୀଙ୍କ ମାଡରେ ଲୁଟେରା ମୃତ ! ଚେନ୍ ଲୁଟ୍ ଉଦ୍ୟମ ବେଳେ ଧରି ଛେଚିଥିଲେ ଲୋକେ
  • ||
  • ମଣ୍ଡିରେ ବିକ୍ରି ହେଉନି ଧାନ, ପ୍ରତିବାଦରେ ରାସ୍ତାରୋକ କଲେ ଚାଷୀ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୧୬ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||

ତପ୍ତପାଣି ଘାଟିରେ ଓଲଟିଲା କଲେଜ୍‌ ବସ୍‌, ୨୦ ଆହତ

15/10/2020 at 10:27 PM


ସାନଖେମୁଣ୍ତି ୧୫/୧୦: ତପ୍ତପାଣି ଘାଟିରେ ଓଲଟିଲା ବସ୍‌। ତପ୍ତପାଣି ଘାଟି ପାଳୁଖୋଳାରେ ବସ୍‌ ଦୁର୍ଘଟଣାଗ୍ରସ୍ତ। ଗଜପତିରୁ ୬୦ ଛାତ୍ରଛାତ୍ରୀଙ୍କୁ ଭୁବନେଶ୍ବର ନେଇ ଯାଉଥିବା ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ ଓଲଟି ୨୦ ଜଣ ଆହତ ହୋଇଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ପୋଲିସ ଓ ଅଗ୍ନିଶମ ବହେିନୀ ପହଞ୍ଚି ଉଦ୍ଧାରକାର୍ଯ୍ୟ ଜାରି ରଖିଛନ୍ତି। ତେବେ ବସ୍‌ଟି ହାଇଟେକ୍‌ କଲେଜ୍‌ର ବୋଲି ଜଣାପଡ଼ିଛି।

   Related Posts