Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିରାଟ କୋହଲିଙ୍କ ଘୋଷଣା, ଟି-୨୦ ୱାର୍ଲ୍ଡ କପ୍‌ ପରେ ଛାଡ଼ିବେ କ୍ୟାପ୍ଟେନ୍‌ ପଦ
  • ||
  • ସାନଖେମୁଣ୍ଡି : ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ଇଂଜିନିୟର, ଠିକାଦାରଙ୍କଠୁ ନେଉଥିଲେ ୫୦ହଜାର ଟଙ୍କା ଲାଞ୍ଚ
  • ||
  • ନୂଆଦିଲ୍ଲୀ : ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ, ୧୯ ଓ ୨୦ରେ ପ୍ରବଳ ବର୍ଷା ସମ୍ଭାବନା : IMD ଡିଜି
  • ||
  • ମାଲକାନଗିରି : ମାଲକାନଗିରିରେ ସୁରକ୍ଷାକର୍ମୀ-ମାଓବାଦୀ ଗୁଳିବିନିମୟ, ଛତ୍ରଭଙ୍ଗ ଦେଲେ ମାଓବାଦୀ : କ୍ୟାମ୍ପ୍‌ରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଠାବ
  • ||
  • ପୁରୀ : ଶୁକ୍ରବାର ବନ୍ଦ ରହିବ ଶ୍ରୀମନ୍ଦିର, ବିଶେଷ ନୀତି ଯୋଗୁଁ ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେନି ଶ୍ରଦ୍ଧାଳୁ
  • ||
  • ସୋର : ଫୁଲୁଛି କାଂଶ ବାଂଶ ନଦୀ, ବଢୁଛି ଜଳସ୍ତର : ଚିନ୍ତାରେ ତଳିଆ ଅଞ୍ଚଳବାସୀ
  • ||
  • ଖଣ୍ଡପଡା : ରଥିଆ ନାଳରେ ଭାସି ବୃଦ୍ଧ ନିଖୋଜ, ମାଛ ଧରିବାକୁ ଯାଇ ନାଳରେ ଭାସିଯାଇଥିବା ସନ୍ଦେହ
  • ||
  • ଜଗତସିଂହପୁର : ମହାନଦୀ ବନ୍ୟାଜଳରେ ବୁଡି ଗାଡି ଚାଳକ ନିଖୋଜ, ଇଟାଭାଟିକୁ ଯାଉଥିବା ବେଳେ ଅଘଟଣ
  • ||
  • ଯାଜପୁର : ପାଣିରେ ଭାସି ଯାଇଥିଲେ ବାପା-ପୁଅ, ଠାବ ହେଲା ମୃତଦେହ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ : ୨୪ ଘଣ୍ଟାରେ ବାହାରିଲେ ୫୮୦ କୋଭିଡ୍ ପଜିଟିଭ୍
  • ||

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ : ଅଧ୍ୟାପକଙ୍କ ଘରେ ଭିଜିଲାନ୍ସ ଚଢଉ

15/02/2019 at 4:47 PM

ସୋର ୧୫|୨: ଅଧ୍ଯାପକଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି । ସାଧାରଣତଃ ଅଧ୍ୟାପକଙ୍କ ଘରେ ଭିଜିଲାନ୍ସ ଚଢଉ କ୍ବଚିତ ହୋଇଥାଏ । ତେବେ ଆଜି  ଆୟ  ବର୍ହିଭୁତ ସମ୍ପତ୍ତି ରଖିଥିବା ଅଭିଯୋଗରେ ସୋର ତଳ ନଗର କଲେଜର ଉଦ୍ଭିଦ ବିଜ୍ଞାନ ବିଭାଗର ଅଧ୍ଯାପକ ରାମଚନ୍ଦ୍ର ଉପାଧ୍ଯାୟଙ୍କ ଘରେ ବାଲେଶ୍ବର ଓ ବାରିପଦା ମିଳିତ ଭିଜିଲାନ୍ସ ଟିମ୍ ଚଢଉ କରିଥିଲା । ଶ୍ବଶୁର ଘର ବେତଡା, ତଳ ନଗର କଲେଜ, ନିଜ ଗାଁ ଅସିମିଳା, ସୋର କେଲଜ ଛକରେ ଥିବା ବାସଭବନ, ମହିଳା ହଷ୍ଟେଲ ଉପରେ ଚଢଉ କରିଛନ୍ତି ।

ଚଢାଉ ବେଳେ ଅଧ୍ଯାପକଙ୍କ ଘରୁ ନଗଦ ୩ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା, ବିପୁଳ ପରିମାଣର ସୁନା ଓ ଗହଣା , ଦୁଇଟି କୋଠାର କାଗଜ ପତ୍ର ଭିଜିଲାନ୍ସ ହାତରେ ଲାଗିଥିବା ଜଣାପଡିଛି।

   Related Posts