Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୦ କୋଭିଡ୍ ସଂକ୍ରମିତ, ୩୩୪୩୦୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୫ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କଳିଙ୍ଗ ଝୋଟ କାରଖାନାରେ ଅଘଟଣ, ମେସିନରେ ଚାପି ହୋଇ ଶ୍ରମିକ ମୃତ
  • ||
  • ଭଞ୍ଜନଗର : ଘରୋଇ କଳି ହେଲା କାଳ, ଦାଦାର ଛୁରାମାଡ଼଼ରେ ଝିଆରୀ ଆହତ
  • ||
  • ପୁରୀ : ଆଜି ଶ୍ରୀଜିଉଙ୍କ ଦର୍ଶନ ବନ୍ଦ, ଶ୍ରୀମନ୍ଦିର ଭିତରେ ଓ ବାହାରେ କରାଯାଉଛି ସାନିଟାଇଜ୍
  • ||
  • ବ୍ରିଜରେ ଝୁଲିଛି ଯାତ୍ରୀବାହୀ ବସ୍‌, ଅଳ୍ପକେ ବର୍ତ୍ତିଲେ ୫୦ରୁ ଅଧିକ ଯାତ୍ରୀ
  • ||
  • ଆଜିଠୁ ଖୋଲିଲା ଭିତରକନିକା, କୁମ୍ଭୀର ଗଣନା ପାଇଁ ଗତ ୧୫ ତାରିଖଠାରୁ ବନ୍ଦ ଥିଲା ଜାତୀୟ ଉଦ୍ୟାନ
  • ||

କୁରକୁରେ ଖାଉଥିବା ବେଳେ ତଂଟିରେ ଲାଗି କଲେଜ ଛତ୍ରୀଙ୍କ ମୃତ୍ୟୁ

10/02/2019 at 9:00 AM


ଝାରସୁଗୁଡ଼ା ୧୦|୨ : ଝାରସୁଗୁଡ଼ା ଜିଲା ବେଲପାହାଡ ସହରରେ ଜଣେ କଲେଜ ଛାତ୍ରୀ କୁରକୁରେ ଖାଉଥିବା ବେଳେ ତଂଟିରେ ଲାଗିବାରୁ ଜଣେ ଛାତ୍ରୀଙ୍କ ଶୋଚନୀୟ ମୃତ୍ୟୁ ହୋଇଯାଇଛି । ବେଲପାହାଡ଼ ଫାଟକରେ ରହୁଥିବା ସରୋଜ କୁମାର ରାୟଙ୍କ ୧୬ ବର୍ଷିୟ ଝିଅ ବ୍ରଜରାଜନଗର କଲେଜରେ ଯୁକ୍ତ ଦୁଇରେ ପାଠ ପଢ଼ୁଥିବା ସୁଚିତ୍ରା ରାୟ ଗତ କାଲି ଅପରାହ୍ନ ସାଢ଼େ ୪ ଟା ସମୟରେ ଘରେ ଖଟରେ ଶୋଇ ମୋବାଇଲରେ ଭିଡ଼ିଓ ଦେଖି ଦେଖି କୁରକୁରେ ଖାଉଥିବା ସମୟରେ ହଠାତ ସୁଚିତ୍ରାଙ୍କ ତଣ୍ଟିରେ ଲାଗିଯାଇଥିଲା । ଅଚେତ ଅବସ୍ଥାରେ ପରିବାର ଲୋକେ ସୁଚିତ୍ରକୁ ବେଲପାହାଡ଼ସ୍ଥ ଟିଆରଏଲ ହସପିଟାଲକୁ ନେଇଯାଇଥିବାବେଳେ ଡ଼ାକ୍ତର ସୁଚିତ୍ରାଙ୍କୁ ମୃତ ଘୋଷଣା କରିଥିଲେ ।

   Related Posts