Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଏମସିଡି ଉପ ନିର୍ବାଚନ : ଚୌକା ମାରିଲା ଆପ୍, କଂଗ୍ରେସର ଗୋଟିଏରେ ବଡ ବିଜୟ, କିନ୍ତୁ ଖାତା ଖୋଲି ପାରିଲାନି ବିଜେପି
  • ||
  • ମଦ୍ରାସାରେ ପଢାଯିବ ଗୀତା, ଯୋଗ ଓ ରାମାୟଣ : ପାଠ୍ୟକ୍ରମରେ ସାମିଲ କଲା ଏନଆଇଓଏସ
  • ||
  • ଗଜପତି : ଜେଇଙ୍କ ଘରେ ଭିଜିଲାନ୍ସ ଚଢାଉ, ୨ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଠାବ
  • ||
  • ସମ୍ବଲପୁର : ଯୁଜୁମୁରା ରେଞ୍ଜରେ ବାରମ୍ବାର ହାତୀ ମୃତ୍ୟୁ ଘଟଣା : ନିଲମ୍ବିତ ହେଲେ ସଦର ରେଞ୍ଜର
  • ||
  • ସମ୍ବଲପୁର : ଦୁଇ ବାଇକ୍ ଉପରେ ଚଢିଗଲା ଟ୍ରକ୍, ୩ ମୃତ, ଜଣେ ଗୁରୁତର
  • ||
  • ସୋର : ୮ଲକ୍ଷ ଟଙ୍କା ପାଇଁ କିଡ୍‌ନାପ୍ ! ବନ୍ଧୁକ ମୁନରେ ହତ୍ୟା ଧମକର ଭିଡିଓ ଭାଇରାଲ୍
  • ||
  • ସୋନପୁର : ଭିଜିଲାନ୍ସ ଜାଲରେ ଶିକ୍ଷକ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ମାର୍ଚ୍ଚ ୫ରେ ‘ଓମେନ୍ ଆଚିଭର୍ସ ଅଫ୍ ଓଡ଼ିଶା’ ପୁରସ୍କାର ସମାରୋହ
  • ||
  • କରଞ୍ଜିଆ : କରଞ୍ଜିଆ ବନଖଣ୍ଡ ଅଞ୍ଚଳରେ ଜଳୁଛି ଜଙ୍ଗଲ, ଫେଲ୍ ମାରିଛି ବନ ବିଭାଗର ନିଆଁ ଲିଭା ଅଭିଯାନ
  • ||
  • ଚିନ୍ତା ବଢାଉଛି କରୋନାର ବ୍ରାଜିଲ ଭାରିଏଣ୍ଟ, ରହିଛି ପୁନଃ ସଂକ୍ରମଣ କ୍ଷମତା
  • ||

ଭିନ୍ନକ୍ଷମ ତାଲିମ କେନ୍ଦ୍ରରେ ଯୌନ ନିର୍ଯାତନା ଘଟଣା, ମାମଲାରେ ଯିଏ ଦୋଷୀ ସେ ଦଣ୍ଡ ପାଇବ-କମିଶନ ଅଧ୍ୟକ୍ଷା

25/01/2021 at 1:26 PM

ଭୁବନେଶ୍ୱର ୨୫।୦୧: ଭିନ୍ନକ୍ଷମ ତାଲିମ କେନ୍ଦ୍ରରେ ଯୌନ ନିର୍ଯାତନା ଅଭିଯୋଗ ।  ଘଟଣାରେ ତଦନ୍ତ ଜାରି ରହିଛି । ମାମଲାରେ ଭିନ୍ନକ୍ଷମ କମିଶନ ଅଧ୍ଯକ୍ଷା ସୁଲୋଚନା ଦାସ ଆଜି ଘଟଣା ସ୍ଥଳରେ ପହଂଚିଛନ୍ତି । ସେ ଘଟଣାର ଅନୁଧ୍ଯାନ କରୁଛନ୍ତି ।

ଘଟଣାରେ ଯିଏ ଦୋଷୀ ସେ ଦଣ୍ଡ ପାଇବ। ଏହା ଅତ୍ୟନ୍ତ ଲଜ୍ୟାଜନକ କଥା ବୋଲି କହିଛନ୍ତି ଭିନ୍ନକ୍ଷମ କମିଶନ ଅଧ୍ଯକ୍ଷା। କମିଶନ ପାଖରେ କେହି ଅଭିଯୋଗ କରିନାହାନ୍ତି। ସେ ମୋଟ ଘଟଣାକୁ ଗ୍ରହଣ କରିଛନ୍ତି କମିଶନ। ଭିଡ଼ିଓ ତର୍ଜମା କରି ନିଶ୍ଚିତ କାର୍ଯ୍ୟାନୁଷ୍ଠାନ ନିଆଯିବ । ଦିବ୍ୟାଙ୍ଗଙ୍କ ସୁରକ୍ଷା କମିଶନଙ୍କ ଦାଯିତ୍ୱ ବୋଲି ସେ କହିଛନ୍ତି ।

   Related Posts