Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅନ୍ୟ ରାଜ୍ୟର ଜେଲକୁ ସ୍ଥାନାନ୍ତର ହେଉଛନ୍ତି ଆତଙ୍କବାଦୀ : ଜମ୍ମୁ-କାଶ୍ମୀରରୁ ୨୬ ଆତଙ୍କୀଙ୍କୁ ପଠାଗଲା ଆଗ୍ରା
  • ||
  • କମୁଛି ପାରଦ, ଆଗକୁ ବଢିବ ଶୀତ
  • ||
  • ଟି୨୦ ବିଶ୍ୱକପ : ଅସଲ ଲଢେଇ ଆରମ୍ଭ, ସୁପର ୧୨ର ପ୍ରଥମ ମୁକାବିଲାରେ ଅଷ୍ଟ୍ରେଲିଆ ବନାମ ଦକ୍ଷିଣ ଆଫ୍ରିକା
  • ||

୨୦୧୯-୨୦ ଶିକ୍ଷାବର୍ଷରୁ ଯୁକ୍ତ ୩ରେ ଲାଗୁ ହେବ ଏକକ ସିଲାବସ୍

13/06/2019 at 3:40 PM

ଭୁବନେଶ୍ବର ୧୩|୬: ୨୦୧୯-୨୦ ଶିକ୍ଷାବର୍ଷରୁ ରାଜ୍ୟର ସବୁ କଲେଜରେ ଏକକ ସିଲାବସ୍ ପ୍ରଚଳନ ହେବ । ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁଙ୍କ ସହ ରାଜ୍ୟର ସବୁ ବିଶ୍ବବିଦ୍ୟାଳୟ କୁଳପତିଙ୍କ ବୈଠକରେ ଏନେଇ ସହମତି ପ୍ରକାଶ ପାଇଛି । ଅଣ୍ଡର ଗ୍ରାଜୁଏଟ୍ ଛାତ୍ରଛାତ୍ରୀଙ୍କ ପାଇଁ ପ୍ରଥମ ପର୍ଯ୍ୟାୟରେ ଏହା କାର୍ଯ୍ୟକାରୀ ହେବ । ଏହାସହ କଲେଜରେ ଖାଲି ପଡିଥିବା ଅଧ୍ୟାପକ ପଦବୀ ତୁରନ୍ତ ପୂରଣ କରିବାକୁ ଉଚ୍ଚଶିକ୍ଷା ମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଉଚ୍ଚଶିକ୍ଷା ପାଇଁ ମେଧାବୀ ଛାତ୍ରଛାତ୍ରୀଙ୍କୁ ପ୍ରୋତ୍ସାହନ ଦିଆଯିବ । ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିବା ମେଧାବୀଙ୍କୁ ମିଳିବ ମାଗଣା କୋଚିଂ ଏବଂ ଆର୍ଥିକ ସହାୟତା ।

   Related Posts