Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ପୁଣି ୧୧ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୬୦୭ କୋଭିଡ୍ ପଜିଟିଭ୍, ୧୧୬୭୦୯୪ରେ ପହଞ୍ଚିଲା ସଂଖ୍ୟା
  • ||
  • ବୁଧବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବ ଦିନକିଆ ସିରିଜ୍
  • ||
  • ଗ୍ଲୋବାଲ ମେୟର୍ସ ଚ୍ୟାଲେଞ୍ଜ-୨୦୨୧: ବିଶ୍ୱର ଶ୍ରେଷ୍ଠ ୧୫ ସହରରେ ରାଉରକେଲା, ଟ୍ୱିଟ୍‌ କରି ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ
  • ||

ବିଭୁ ପ୍ରସାଦ ଷଡ଼ଙ୍ଗୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ସରକାର

13/08/2020 at 2:07 PM

ଭୁବନେଶ୍ୱର ୧୩।୦୮: ଆୟୁଷ ନିର୍ଦ୍ଦେଶକଙ୍କୁ ବାଧ୍ୟତା ମୂଳକ ଅବସର ଦିଆଯାଇଛି । ଆୟୁଷ ନିର୍ଦ୍ଦେଶକ ବିଭୂ ପ୍ରସାଦ ଷଡ଼ଙ୍ଗୀଙ୍କୁ ବାଧ୍ୟତା ମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର । ବିଭୂ ଷଡ଼ଙ୍ଗୀଙ୍କ ବିରୋଧରେ ଅସଦାଚରଣ ଅଭିଯୋଗ ଆସିଥିଲା । ତେବେ ବିଭୂପ୍ରସାଦଙ୍କ ବିରୋଧରେ ଅଭିଯୋଗ ଆସିବା ପରେ , ତାଙ୍କୁ କାର୍ଯ୍ୟରୁ ନିଲମ୍ବନ କରିଥିଲେ ରାଜ୍ୟ ସରକାର । ଏବେ ବାଧ୍ୟତାମୂଳକ ଅବସର ଭାବେ ଅବସର ଦେଇଛନ୍ତି ସରକାର ।

ସୂଚନାଯୋଗ୍ୟ ଯେ, ଗତ କିଛି ଦିନ ତଳେ ମହିଳା ସହକର୍ମୀ ଆୟୁଷ ନିର୍ଦ୍ଦେଶକ ବିଭୂପ୍ରସାଦ ଷଡ଼ଙ୍ଗୀଙ୍କ ବିରୋଧରେ ଅସଦାଚରଣ ଅଭିଯୋଗ ଆଣିଥିଲା । ଯାହା ପରେ ବିବାଦରେ ଫସିଥିଲେ ବିଭୂପ୍ରସାଦ ଷଡ଼ଙ୍ଗୀ ।

   Related Posts