Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୋଖରୀରୁ ମିଳିଲା ନିଖୋଜ ଶିଶୁକନ୍ୟାର ମୃତଦେହ, ହତ୍ୟା ସନ୍ଦେହ
  • ||
  • ଶିକାରୀ ଗିରଫ, ୬ ମୃତ ବିଦେଶୀ ପକ୍ଷୀ ଜବତ
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ସଂକ୍ରମିତ, ୧୦୪୮୬୮୩ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୬୨୧ ମୃତ
  • ||
  • ମଝି ସମୁଦ୍ରରେ ଦୁର୍ଘଟଣା, ଧକ୍କା ହେଲା ୨ ଜାହାଜ
  • ||
  • ବାତ୍ୟାର ରୂପ ନେବ ଲଘୁଚାପ ! ଅନୁମାନ ଲଗାଇଲାଣି ଆଇଏମଡି, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ବାଘ ଗଣନା ବେଳେ ମିଳିଲା ମୃତଦେହ, ହତ୍ୟା ନା ଆତ୍ମହତ୍ୟା !
  • ||
  • ଶୀତ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ, ବିରୋଧିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||

ଆଉ ୮ ଅଧିକାରୀଙ୍କୁ ବାଧ୍ୟତମୂଳକ ଅବସର, ଏପର୍ଯ୍ୟନ୍ତ ବିଦା ହେଲେଣି ୧୩୦

12/11/2021 at 1:40 PM

ଭୁବନେଶ୍ବର ୧୨।୧୧: ରାଜ୍ୟ ସରକାରଙ୍କ ଦୁର୍ନୀତି ବିରୋଧୀ ଅଭିଯାନ ଜାରି ରହିଛି । ଦୁର୍ନୀତି ଓ ଅପାରଗତା ଅଭିଯୋଗରେ ପୁଣି ନିଆଯାଇଛି କାର୍ଯ୍ୟାନୁଷ୍ଠାନ । ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଆଉ ୮ ଅଧିକାରୀଙ୍କୁ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି । ନିମାପଡ଼ା ପୂର୍ବତନ ତହସିଲଦାର ରାମଚନ୍ଦ୍ର ଜେନାଙ୍କ ବିରୋଧରେ ନିଆଯାଇଛି କାର୍ଯ୍ୟାନୁଷ୍ଠାନ । ଜଗତସିଂହପୁର ଡେପୁଟି କଲେକ୍ଟର ଗୌରାଙ୍ଗ ମହାନ୍ତିଙ୍କୁ ଦିଆଯାଇଛି ଅବସର ।

ସେହିଭଳି ବୈତରଣୀ ଡିଭିଜନ ସୁପରିଟେଣ୍ଡିଂ ଇଞ୍ଜିନିୟର ବିଧାନ ସାହୁଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । କଳାହାଣ୍ଡି ଲାଞ୍ଜିଗଡ଼ ସିଡିପିଓ ମୀନା ପାତ୍ରଙ୍କୁ ଦିଆଯାଇଛି ବାଧ୍ୟତାମୂଳକ ଅବସର । ଉଲ୍ଲେଖଯୋଗ୍ୟ ଯେ, ଏପର୍ଯ୍ୟନ୍ତ ୧୩୦ଜଣଙ୍କୁ ବାଧ୍ୟତାମୂଳକ ଅବସର ପ୍ରଦାନ କରାଯାଇଛି ।

   Related Posts