Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

କୃଷି ବିଭାଗର ଯୁଗ୍ମ ନିର୍ଦ୍ଦେଶକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

10/10/2020 at 6:44 PM

ଚଣ୍ଡିଖୋଲ୧୦/୧୦: କୃଷି ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଥିବା ଭବାନୀ ଶଙ୍କର ମହାପାତ୍ରଙ୍କୁ ନିଜ ଗ୍ରାମ ତଥା ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ ଅଣ୍ଟିଆ ଗ୍ରାମବାସୀଙ୍କ ପକ୍ଷରୁ ଅବସର କାଳୀନ ସମ୍ବର୍ଦ୍ଧନା ଦିଆଯାଇଛି।

ଏହି ସମ୍ବର୍ଦ୍ଧନାସଭା ଅବସରରେ ସେ କହିଛନ୍ତି ଯେ, ଗାଁ ମାଟି ପାଇଁ କିଛି କରିବା ପାଇଁ ସ୍ବପ୍ନ ଦେଖିଛନ୍ତି। ସେ କେବେ ଗାଁ ମାଟିକୁ ଭୁଲି ନାହାଁନ୍ତି। ଏହି ସମ୍ବର୍ଦ୍ଧନା ସଭାରେ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ଥିଲେ।

ଏହା ସ୍ଥାନୀୟ ଅଞ୍ଚଳର ବହୁ ଲୋକେ ଏକତ୍ରିତ ହୋଇ କରତାଳି ମାଧ୍ୟାମରେ ଉତ୍ସାହିତ କରିଥିଲେ।  

   Related Posts