Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଇପିଏଲ ନିଲାମୀ ତାଲିକାରୁ କ୍ରିସ୍ ଗେଲ୍‌ଙ୍କ ସମେତ ଏହି ଖେଳାଳି ବାହାର
  • ||
  • Syed Modi International: ଫାଇନାଲ୍‌ରେ ପହଞ୍ଚିଲେ ପିଭି ସିନ୍ଧୁ, ମାଲଭିକାଙ୍କ ସହ ଟାଇଟଲ୍‌ ମୁକାବିଲା
  • ||
  • IPLରେ ଜଲଓ୍ବା ଦେଖାଇବେ ଶ୍ରୀସନ୍ତ, ନିଲାମୀ ପାଇଁ ବେସ୍‌ ପ୍ରାଇସ୍ ରହିଛି ୫୦ ଲକ୍ଷ ଟଙ୍କା
  • ||
  • ଜାମ୍ମୁ କାଶ୍ମୀରରେ ଭାରତୀୟ ସେନା ପକ୍ଷରୁ ଏନକାଉଣ୍ଟର, ଜଣେ ଆତଙ୍କବାଦୀ ସଫା, ସର୍ଚ୍ଚ ଅପରେସନ ଜାରି
  • ||
  • ୟେମେନ ଗଣହତ୍ୟାକୁ ନିନ୍ଦା କଲା ଜାତିସଂଘ, ସାଉଦିର ବିମାନ ଆକ୍ରମଣରେ ନିହତ ହୋଇଥିଲେ ୭୦ ବିଦ୍ରୋହୀ
  • ||
  • ସୋର : ଟ୍ରକ୍ ସହ ଧକ୍କା ହୋଇ ନୟନଜୋରିକୁ ଓଲଟିଲା ବସ୍, ୫ ଜଣଙ୍କ ମୃତ୍ୟୁ, କିଛି ଲୋକ ଚାପି ହୋଇ ରହିଥିବା ସନ୍ଦେହ
  • ||
  • ଭଦ୍ରକରେ ବିଜେପିକୁ ଝଟ୍‌କା, ଦଳ ଛାଡିଲେ ଶତାଧିକ ବରିଷ୍ଠ ନେତା ଓ କର୍ମୀ
  • ||
  • ୨୦ ମହଲା କୋଠାରେ ଭୀଷଣ ଅଗ୍ନିକାଣ୍ଡ, ୧୫ ଆହତ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୩୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୮୮ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୧୪କୁ ବୃଦ୍ଧି
  • ||

ଜି.ଉଦୟଗିରିରେ କଂଗ୍ରେସର ନିର୍ବ।ଚନୀ ପ୍ରଚାର : ସାଂସଦ ପ୍ରାର୍ଥୀ ମନୋଜ ଆଚାର୍ଯ୍ୟ ଓ ବିଧାନସଭା ପ୍ରାର୍ଥୀ ଶ୍ୟାମଘନ ପ୍ରଧାନଙ୍କ ବାଇକ ରାଲି

8/04/2019 at 10:30 AM

ଜି.ଉଦୟଗିରି ୮/୪ : ନିର୍ବ।ଚନ ଯେତିକି ପାଖୋଉଛି ଭୋଟ ପ୍ରଚାର ମଧ୍ୟ ସେତିକି ସରଗରମ ହେବାରେ ଲାଗିଛି। ଦିନରାତି ଏକ କରି ନେତାଏ ପ୍ରଚାରରେ ଲାଗିପଡିଛନ୍ତି । ଭୋଟରଙ୍କୁ କିଭଳି ମନାଇବେ ସନେଇ ବିଭିନ୍ନ ରଣକୋୈଶଳ ବି ଚଳାଇଛନ୍ତି । ଗତକାଲି କଂଗ୍ରେସ ଦଳପକ୍ଷରୁ ସାଂସଦ ପ୍ରାର୍ଥୀ ମନୋଜ ଆଚାର୍ଯ୍ୟ ଓ ଜି.ଉଦୟଗିରି ବିଧାନସଭା ପ୍ରାର୍ଥୀ ଶ୍ୟାମଘନ ପ୍ରଧାନ ଜି.ଉଦୟଗିରି ଏନଏସିରେ ବାଇକ ରାଲି କରିବା ସହ ସାହି ସାହି ବୁଲି ଭୋଟ ପ୍ରଚାର କରିଛନ୍ତି । ଆଉ ନିର୍ବ।ଚନରେ ନିଶ୍ଚୟ ବିଜୟ ହବେ ବୋଲି କଂଗ୍ରେସ ସାଂସଦ ପ୍ରାର୍ଥୀ ମନୋଜ କହିଛନ୍ତି ।

   Related Posts