Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୭ କୋଭିଡ୍ ପଜିଟିଭ୍, ୩୩୭୧୯୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଓଡିଶା ହାତରୁ ଖସୁଛି ବନ୍ଧୁଗାଁ ବ୍ଲକ, ଲୋଭ ଦେଖାଇ ଗାଁ ଲୋକଙ୍କୁ ନିଜ ଆଡକୁ ଟାଣୁଛି ଆନ୍ଧ୍ର
  • ||
  • ଅଟୋକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍ : ଜଣେ ମୃତ, ୩ ଗୁରୁତର
  • ||
  • ବାଇକକୁ ଧକ୍କା ଦେଲା ହାଇଓ୍ୱା, ଆରୋହୀ ମୃତ
  • ||
  • ଯୁବତୀଙ୍କୁ ଘରୁ ଉଠାଇ ନେଇ ୧୫ ଦିନ ଧରି ଦୁଷ୍କର୍ମ ! ଅଭିଯୁକ୍ତ ଦେଉଥିଲା ହତ୍ୟା ଧମକ, ଫଟୋ ଭାଇରାଲ ନେଇ କରୁଥିଲା ବ୍ଲାକମେଲିଂ…
  • ||
  • ତାତିରୁ ଏବେ ନିସ୍ତାର ନାହିଁ, ଆହୁରି ଛଟପଟ କରିବ ଖରା
  • ||
  • ବାରିପଦା : କୋଭିଡ ନିୟମକୁ ବେଖାତିର, ୫ଟି ଦୋକାନ ସିଲ୍‌
  • ||

ଝାରଖଣ୍ଡ ନିର୍ବାଚନ ପାଇଁ କଂଗ୍ରେସ, ଝାରଖଣ୍ଡ ମୁକ୍ତି ମୋର୍ଚ୍ଚା ଓ ଆରଜେଡି ମଧ୍ୟରେ ମେଣ୍ଟ

25/11/2019 at 11:47 PM

ରାଞ୍ଚି – ଆସନ୍ତା ଝାରଖଣ୍ଡ ନିର୍ବାଚନ ପାଇଁ କଂଗ୍ରେସ , ଝାରଖଣ୍ଡ ମୁକ୍ତି ମୋର୍ଚ୍ଚା ଓ ଆରଜେଡି ଏଥର ମେଣ୍ଟ କରିଛନ୍ତି  । ବିଜେପିକୁ ମୁକାବିଲା କରିବା ପାଇଁ ଏହି ଦୁଇ ଦଳ ମେଣ୍ଟ କରିଛନ୍ତି ।

  ଏବେ ଝାରଖଣ୍ଡ ମୁକ୍ତି ମୋର୍ଚ୍ଚା  ୪୨ଟି ଆସନରେ ଓ କଂଗ୍ରେସ ୩୦ ଆସନରେ ନିର୍ବାଚନ  ଲଢିବ । ଏଥିପାଇଁ ଦୁଇ ଦଳ ବୁଝାମଣା କରିଛନ୍ତି ।  ଏହାର ଘୋଷଣା ଖୁବ ଶୀଘ୍ର କରାଯିବ ।  ଆର୍‌ଜେଡି ମଧ୍ୟ ଏହି ଦୁଇ ଦଳ ସହ ମିଶିକରି  ନିର୍ବାଚନ ଲଢିବ ।

   Related Posts