Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୯ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆରମ୍ଭ ହେଲା କୋଭିଡ୍ ଟିକାକରଣ, ୧୬୧ କେନ୍ଦ୍ରରେ ଚାଲିଛି ଟିକାଦାନ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୮ କୋଭିଡ୍ ସଂକ୍ରମିତ, ୩୩୩୧୨୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ ଖସୁଛି କରୋନା ଗ୍ରାଫ୍, ଗତ ୨୪ଘଣ୍ଟାରେ ୧୫୧୫୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

କମଲ ନାଥ ହେବେ ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ

13/12/2018 at 11:54 PM


ମଧ୍ୟପ୍ରଦେଶ ୧୩/୧୨ : ମଧ୍ୟପ୍ରଦେଶରେ କମଲ ନାଥ ହେବେ ମୁଖ୍ୟମନ୍ତ୍ରୀ । କଂଗ୍ରେସ କାର୍ଯ୍ୟାଳୟରେ ଘୋଷଣା । ଦିଲ୍ଲୀରୁ ଫେରିବା ପରେ ପାର୍ଟି କାର୍ଯ୍ୟାଳୟରେ ଘୋଷଣା ହେଲା । କେହି ଉପ ମୁଖ୍ୟମନ୍ତ୍ରୀ ରହିବେ ନାହିଁ ।  ଭୋପାଳରେ କମଲ ନାଥ ଓ ଜ୍ୟୋତିରାଦିତ୍ୟ ସିନ୍ଧିଆ ପହଞ୍ଚିବା ପରେ ସେମାନଙ୍କ ଉପସ୍ଥିତିରେ ବିଧାୟକ ଦଳ ବୈଠକରେ ଏହି ଘୋଷଣା ହୋଇଛି । କଂଗ୍ରେସ ହାଇକମାଣ୍ଡ ରାହୁଲ ଗାନ୍ଧି କମଲ ନାଥଙ୍କ ନାଁରେ ମୋହର ଲଗାଇଛନ୍ତି । କମଲ ନାଥ ହିଁ ମଧ୍ୟପ୍ରଦେଶର ମଙ୍ଗ ସମ୍ଭାଳିବେ ।

   Related Posts