Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରିଷ୍ଠ ସାମ୍ୱାଦିକ ବିନୋଦ ଦୁଆଙ୍କ ପରଲୋକ, କରୋନାରେ ହୋଇଥିଲେ ଆକ୍ରାନ୍ତ
  • ||
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||

ମମିତା ମେହେରଙ୍କୁ ନ୍ୟାୟ ଦାବି, ଭଦ୍ରକରେ କଂଗ୍ରେସର ୬ ଘଣ୍ଟିଆ ହରତାଳ

12/11/2021 at 12:41 PM

ଭଦ୍ରକ ୧୨।୧୧: ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜ୍ୟରେ ୬ ଘଣ୍ଟିଆ ହରତାଳ । ମହାଲିଙ୍ଗ୍ ସନସାଇନ୍ ପବ୍ଲିକ ସ୍କୁଲ ଅଧ୍ୟକ୍ଷା ମମିତା ମେହେରଙ୍କ ହତ୍ୟା ଘଟଣାରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଦାୟୀ ବୋଲି କଂଗ୍ରେସ ଅଭିଯୋଗ କରି ହରତାଳ କରିଛି । ତେବେ ଏହି ହତ୍ୟାକାଣ୍ଡର ଅଭିଯୁକ୍ତ ଗୋବିନ୍ଦ ସାହୁକୁ ପୋଲିସ ଗିରଫ କରି କାମ ସାରିଥିବା କଂଗ୍ରେସ କହିଛି ।

ଏଭଳି ଏକ ସ୍ପର୍ଶକାତର ଘଟଣାକୁ ଗୁରୁତ୍ବ ନ ଦେଇ ଏହି ଘଟଣାରେ ମନ୍ତ୍ରୀଙ୍କୁ ଘଣ୍ଟ ଘୋଡାଯାଉଥିବାରୁ କଂଗ୍ରେସ ଏହାକୁ ତୀବ୍ର ବିରୋଧ କରିଛି । ଯେପର୍ଯ୍ୟନ୍ତ ମମିତା ମେହେରଙ୍କ ହତ୍ୟା ଘଟଣାରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରାଯାଇଛି, ସେ ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରଖିବାକୁ କଂଗ୍ରେସ ଚେତାବନୀ ଦେଇଛି ।

   Related Posts