Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଷ୍ଟେଟ୍ ବ୍ୟାଙ୍କ ଉପରେ କୋଟିଏ ଟଙ୍କାର ଫାଇନ ଲଗାଇଲେ ରିଜର୍ଭ ବ୍ୟାଙ୍କ, ସବୁଠୁ ବଡ ବ୍ୟାଙ୍କ ବିରୋଧରେ ଋଣ ନିୟମ ଉଲ୍ଲଙ୍ଘନ ଅଭିଯୋଗ
  • ||
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||

କଂଗ୍ରେସ ବନ୍ଦ ଡାକରା ବିରୋଧରେ ହାଇକୋର୍ଟରେ ମାମଲା, ବନ୍ଦ ଡାକରାକୁ ବେଆଇନ ଘୋଷଣା କରିବାକୁ ଆବେଦନ

11/11/2021 at 3:36 PM

ଭୁବନେଶ୍ବର ୧୧୧୧: କଂଗ୍ରେସର ବନ୍ଦ ଡାକରାକୁ ବିରୋଧ କରି ହାଇକୋର୍ଟରେ ମାମଲା ଦାୟର ହୋଇଛି । ଗୁରୁବାର ଅପରାହ୍ନ ୪ଟାରେ ହାଇକୋର୍ଟ ଆବେଦନର ଶୁଣାଣି କରିବେ । କଂଗ୍ରେସର ବନ୍ଦ ଡାକରାକୁ ବେଆଇନ ଘୋଷଣା କରିବାକୁ ଆବେଦନ ହୋଇଛି ।

ଉଲ୍ଲେଖଯୋଗ୍ୟ ଯେ, ଶୁକ୍ରବାର ୬ ଘଣ୍ଟିଆ ଓଡିଶା ବନ୍ଦ ଡାକରା ଦେଇଛି କଂଗ୍ରେସ । କଳାହାଣ୍ଡି ମହାଲିଙ୍ଗ୍ ସ୍ଥିତ ସନସାଇନ୍ ପବ୍ଲିକ୍ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟାକାଣ୍ଡ ପ୍ରସଙ୍ଗରେ ଏହି ବନ୍ଦ ଡାକରା ଦିଆଯାଇଛି ।

   Related Posts